ହୃଦୟ ଜିତିଲା ‘ସ୍ବାମୀମାନେ ସାବଧାନ’ ନାଟକ

ଗଞ୍ଜାମ,୧୮ା୬(ବିଦ୍ୟାଧର ସାହୁ):ଗଞ୍ଜାମ ସହର ନିକଟସ୍ଥ ଅଗସ୍ତି ନୂଆଗାଁ ଠାକୁରାଣୀ ଯାତ୍ରା ତ୍ରୟୋଦଶ ଦିବସରେ ପହଞ୍ଚତ୍ଛି। ଏହି ଉପଲକ୍ଷେ ଗ୍ରାମର ମା’ ବୁଢ଼ୀ ଠାକୁରାଣୀ ଯୁବ ନାଟ୍ୟ ସାଂସଦ ପକ୍ଷରୁ ମଙ୍ଗଳବାର ସାମାଜିକ ନାଟକ ସ୍ବାମୀମାନେ ସାବଧାନ ମଞ୍ଚସ୍ଥ ହୋଇଥିଲା। ସ୍ବାମୀ ସ୍ତ୍ରୀର ପବିତ୍ର ସମ୍ପର୍କରେ କିଭଳି ତୃତୀୟ ବ୍ୟକ୍ତି ମିଶି ଫାଟ ସୃଷ୍ଟି କରୁଛି ତାହା ନାଟକ ମାଧ୍ୟମରେ ସଚେତନତା କରିଥିଲେ ଗ୍ରାମର ଉତ୍ସାହି କଳାକାର। ନାଟ୍ୟ ନିର୍ଦ୍ଦେଶକ ଡ଼ ଗୈରି ଶଙ୍କର ଶତପଥୀ ନିର୍ଦ୍ଦେଶନା ଦେଇଥିଲେ। ଗ୍ରାମର ଉତ୍ସାହି ଯୁବକ ଅକ୍ଷୟ ସ୍ବାଇଁ, ନିବାସୀ ଗୌଡ଼, ଗୁରେନ୍ଦ୍ର ନାହାକ, ଆନନ୍ଦ ପଣ୍ଡା, ପ୍ରଫୁଲ୍ଲ ନାହାକ, ପିଙ୍କୁ ଷଢଙ୍ଗୀ, ମନୋରଞ୍ଜନ ଜେନା, ବଳିଆ ଗୌଡ଼ଙ୍କ ସମେତ ନାରୀ ଅଭିନେତ୍ରୀ ରୀନା, ତନୁ, ଉଷା, କୁନି ଓ ଲକି ଅତି ଚମତ୍କାର ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଫାଟ! ଓଡ଼ିଶା ବନ୍ଦବେଳେ ପଦାରେ ପଡ଼ିଲା ଗୋଷ୍ଠୀକନ୍ଦଳ

ସାଲେପୁର,୧୭।୭(ଅରବିନ୍ଦ ଭୂୟାଁ):ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାର ପ୍ରତିବାଦରେ ଆଜି ସାଲେପୁରଠାରେ କଂଗ୍ରେସ ଦଳର ଦୁଇଗୋଷ୍ଠୀ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୁଷ୍ଟି ହୋଇଛି । ସାଲେପୁର କୁଆପାଳ...

କଂଗ୍ରେସ, ବାମଦଦଳର ବନ୍ଦ ଡାକରାରେ ପଟ୍ଟାମୁଣ୍ଡାଇ ଠପ

ପଟ୍ଟାମୁଣ୍ଡାଇ,୧୭।୭,(କଳ୍ପତରୁ ନାୟକ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ଏବଂ ବାମଦଦଳ ଗୁଡିକ ପକ୍ଷରୁ...

FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀ,ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି

କୋଟପାଡ଼,୧୭ା୭(ରାଜଶେଖର): କୋଟପାଡ଼ କଂଗ୍ରସ କମିଟି ଛତିଶଗଡ଼ ଓଡ଼ିଶା ଜାତୀୟ ରାଜପଥ ୬୩ ଫାଟକ ନିକଟରେ ପ୍ରତିବାଦ, ଶତାଧିକ ଭାରୀଯାନ ରାସ୍ତା ଦୁଇ ପାର୍ଶ୍ୱରେ ଅଟକିଛି l...

ଖରସ୍ରୋତା ନଦୀକୁ ଡେଇଁଲେ ଯୁବତୀ

ଆଳି, ୧୭।୭ (ବନମାଳୀ ସେନାପତି): ଖରସ୍ରୋତା ନଦୀକୁ ଡେଇଁ ପଡିଛନ୍ତି ଯୁବତୀ। ଏଭଳି ଏକ ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର...

ସୌମ୍ୟାଶ୍ରୀ ବିଶି ପରିବାରକୁ ନ୍ୟାୟ ଦାବିରେ ଚକଅଖ ସବୁ ଠପ୍‌

ପାରଳାଖେମୁଣ୍ଡି,୧୭।୭(ଗିରିଧାରୀ ପରିଛା): ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହତ୍ୟା ଘଟଣା ଓ ପରିବାରକୁ ନ୍ୟାୟ ଦାବିରେ ଗୁରୁବାର ସାରା ରାଜ୍ୟରେ କଂଗ୍ରେସ...

ଡ୍ରାଇଭରଙ୍କ ଉପରେ ଓଲଟି ପଡ଼ିଲା ହାଇଓ୍ବା, ଚାପି ହୋଇଗଲେ

ପାଟଣା,୧୭ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ନୂଆଗାଁରେ ବୁଧବାର ରାତିରେ ଏକ ହାଇଓ୍ବା ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭର...

ପାଟଣାଗଡ଼ରେ ଓଡ଼ିଶା ବନ୍ଦର ପ୍ରଭାବ

ପାଟଣାଗଡ଼,୧୭ା୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ଗୁରୁବାର ଓଡିଶା ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ପାଟଣାଗଡ଼ କଂଗ୍ରେସ ପକ୍ଷରୁ ବ୍ଲକ ସଭାପତି ପତିତପାବନ ପ୍ରଧାନଙ୍କ ନେତୃତ୍ୱରେ...

FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣା: କଂଗ୍ରେସ-ସିପିଆଇର ବନ୍ଦ ପାଳନ

ପୁରୁଷୋତ୍ତମପୁର,୧୭ା୭(ସିମାଞ୍ଚଳ ମିଶ୍ର): ବାଲେଶ୍ବର ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ପ୍ରଦେଶ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାକୁ ନେଇ ଗଞ୍ଜାମ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri