Posted inଖେଳ

ଝାଡ଼ଖଣ୍ଡରେ ପରିବା ବିକୁଛନ୍ତି ଏହି ଖେଳାଳି

ରାଞ୍ଚି,୩୦।୬: ଆର୍ଥିକ ସମସ୍ୟା ଯୋଗୁ ଝାଡଖଣ୍ଡର ରାମଗଡ ଜିଲାରେ ପରିବା ବିକୁଛନ୍ତି ଏହି ମହିଳା ଖେଳାଳି। ଏହି ଘଟଣା ସର୍ବସମ୍ମୁଖକୁ ଆସିବା ପରେ ପ୍ରଶାସନ ପକ୍ଷରୁ ସହାୟତାର ହାତ ବଢ଼ିଛି। ସୂଚନାଯୋଗ୍ୟ, ଆଥ୍‌ଲେଟ୍‌ ଗୀତା କୁମାରୀଙ୍କ ଆର୍ଥିକ ସ୍ଥିତି ସ୍ବଚ୍ଛଳ ନ ଥିବାରୁ ସହରର ବିଭିନ୍ନ ଗଳିରେ ବାଧ୍ୟ ହୋଇ ସେ ପରିବା ବିକୁଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ ଏଥିରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଛନ୍ତି। ଏହାପରେ ରାମଗଡ଼ ଜିଲା ପ୍ରଶାସନ ପକ୍ଷରୁ ସୋମବାର ଗୀତାଙ୍କୁ ୫୦ହଜାର ଟଙ୍କା ଏବଂ ଆଥ୍‌ଲେଟ୍‌ରେ ନିଜର କ୍ୟାରିୟର ଗଢ଼ିବା ପାଇଁ ମାସିକ ୩ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ସୋରେନ ଟୁଇଟ କରି ସୂଚନା ଦେଇଛନ୍ତି। ସୂଚନା ମୁତାବକ ଗୀତା ପରିବା ବିକିବା ସହ ହଜାରିବାଗ ଆନନ୍ଦ କଲେଜରେ ବି.ଏ.ର ଅନ୍ତିମ ଛାତ୍ରୀ ରହିଛନ୍ତି। ଏତଦ୍‌ ବ୍ୟତୀତ ରାଜ୍ୟ ସ୍ତରରେ ହେଉଥିବା ପ୍ରତିଯୋଗୀତାରେ ଗୀତା ୮ଟି ମେଡାଲ ହାସଲ କରିଛନ୍ତି। ଏଥିସହ କୋଲକାତାରେ ଆୟୋଜିତ ହୋଇଥିବା ପ୍ରତିଯୋଗୀତାରେ ଗୀତା ଏକ ସିଲ୍‌ଭର ଓ ବ୍ରଞ୍ଜ ମେଡାଲ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭାଇ ବୋଲି କହିଲେ ନେତାନ୍ୟାହୁ, ସଂସଦରେ କହିଲେ ‘ଭାରତ ଆମର ମହାନ ବନ୍ଧୁ…’

ନୂଆଦିଲ୍ଲୀ,୨୫।୨:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ଭବ୍ୟ ସ୍ୱାଗତ ପରେ, ପ୍ରଧାନମନ୍ତ୍ରୀ ମୋଦି ଇସ୍ରାଏଲୀ ସଂସଦକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ଅଛି ।…

ବରିଷ୍ଠ  ଆଇନଜୀବୀଙ୍କ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୫।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ବରିଷ୍ଠ ଆଇନଜୀବୀ ଦିବାକର ପାଢ଼ୀ(୭୫) ଙ୍କ ବ୍ରହ୍ମପୁର ସ୍ଥିତ ବାସଭବନରେ ପରଲୋକ ହୋଇଛି । ସେ ଦୀର୍ଘବର୍ଷ ହେଲା…

ଜୀବନ-ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ରିଙ୍କୁ ସିଂଙ୍କ ବାପା, ଆଗକୁ ଖେଳିବେ କି ନାହିଁ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୨: ଭାରତର ଷ୍ଟାର କ୍ରିକେଟର ରିଙ୍କୁ ସିଂହ ସମ୍ପ୍ରତି ଟିମ୍ ଇଣ୍ଡିଆ ଛାଡି ଘରକୁ ଫେରିଥିଲେ । ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ତାଙ୍କ ଫେରିବାର…

ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂଜାରି, ୨୪ ଘଣ୍ଟା ମଧ୍ୟରେ ଏହି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର,୨୫।୨: ୨୩ ଜିଲାରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସୂଚନା ଦେଲେ ଆଞ୍ଚଳିକ…

କ’ଣ ଗୋଟିଏ ପୁଅ ନାଁରେ ସବୁ ସମ୍ପତ୍ତି କରିପାରିବେ ବାପା? ଜାଣନ୍ତୁ କ’ଣ ରହିଛି ନିୟମ

ପରିବାରରେ ସମ୍ପତ୍ତି ବିବାଦ କିଛି ନୂଆ ନୁହେଁ। ଗ୍ରାମାଞ୍ଚଳ ହେଉ କି ସହରାଞ୍ଚଳ, ପ୍ରାୟତଃ ଏହି ପ୍ରଶ୍ନ ଉଠେ: ଜଣେ ପିତା କ’ଣ ତାଙ୍କର ସମସ୍ତ ଜମି…

୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…

ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।…

ସ୍ତ୍ରୀକୁ ମାରିବାକୁ ଉଦ୍ୟମ ବେଳେ ମଝିରେ ଆସିଲେ ଶ୍ବଶୁର, ପେଟ୍ରୋଲ ଢାଳି ମାରିଦେଲେ ଜ୍ବାଇଁ

ବାଲିଆପାଳ,୨୫।୨(ଗୋପାଳ ଚନ୍ଦ୍ର ସାହୁ/ରାଜଶ୍ରୀ ପାଣିଗ୍ରାହୀ) ପ୍ରେମ ବିବାହର କରୁଣ ପରିଣତି । ଜ୍ବାଇଁ ସାଜିଲେ ନରରାକ୍ଷସ। ପେଟ୍ରୋଲ ଢ଼ାଳି ଜୀବନରୁ ସ୍ତ୍ରୀଙ୍କୁ ମାରିବା ଉଦ୍ୟମ କରୁଥିବା ବେଳେ…

ମର୍ଡର ଘଟଣା ଉପରୁ ପର୍ଦ୍ଦା ହଟାଇଲେ କୋରାପୁଟ ଏସ୍‌ପି, ପ୍ରେମିକକୁ ପାଇବା ପାଇଁ ହତ୍ୟା କରିଥିଲେ ଝିଅ

ବୋରିଗୁମ୍ମା,୨୫।୨(ବିଜୟ ନାରାୟଣ ସାହୁ): ପ୍ରେମ ପାଇଁ ଜଣେ ନାବାଳିକା ତାଙ୍କ ପ୍ରେମିକ ସହ ମିଶି ମା’ ଓ ନାବାଳକ ଭାଇଙ୍କୁ ହତ୍ୟାକାଣ୍ଡ ମାମଲାରେ ପୋଲିସର ବଡ଼ ଖୁଲାସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri