Posted inଖେଳ

ପଡିଆରେ ଭୋ-ଭୋ ହୋଇ କାନ୍ଦିଲେ ଖେଳାଳି

ଟୋକିଓ,୬।୮: ଭାରତୀୟ ମହିଳା ହକି ଦଳ ପ୍ରଥମ ଥର ପାଇଁ ଅଲିମ୍ପିକ୍ସରେ ପଦକ ଜିତିବାର ସୁଯୋଗ ପାଇ ହରାଇଛି। ଶୁକ୍ରବାର ଏକ ରୋମାଞ୍ଚକର ବ୍ରୋଞ୍ଜ ପଦକ ମ୍ୟାଚରେ ଗ୍ରେଟ ବ୍ରିଟେନର ଦଳ ଭାରତକୁ ୪-୩ରେ ପରାସ୍ତ କରିଛି। ପରାଜୟ ପରେ ଭାରତୀୟ ମହିଳା ହକି ଦଳ ଭାବପ୍ରବଣ ହୋଇଥିଲେ। ଭାରତୀୟ ମହିଳା ହକି ଦଳର ଗୋଲକିପର ସବିତା ପୁନିଆ କାନ୍ଦିବାକୁ ଲାଗିଲେ। ଏପରିକି ହକି ଦଳର ଅଧିନାୟକ ରାଣୀ ରାମପାଲ ମଧ୍ୟ ନିଜକୁ ଅଟକାଇ ପାରି ନ ଥିଲେ ଏବଂ ତାଙ୍କ ଆଖିରୁ ଲୁହ ଝରିବାକୁ ଲାଗିଥିଲା।
ଭାରତୀୟ ମହିଳା ହକି ଦଳ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିବାରେ ବଞ୍ଚିତ ହୋଇଥିଲେ। ଭାରତୀୟ ମହିଳା ହକି ଦଳ ପ୍ରଥମ ଥର ପାଇଁ ଅଲିମ୍ପିକ୍ସରେ ପଦକ ଜିତିବାର ସୁଯୋଗ ପାଇଥିଲା, ଯାହା ହାତରୁ ଚାଲିଗଲା। ମହିଳା ଦଳ ଏହାର ତୃତୀୟ ଅଲିମ୍ପିକ୍ସ ଖେଳୁଥିଲା। ତେବେ ପ୍ରଥମ ଥର ପାଇଁ ଅଲିମ୍ପିକ୍ସର ସେମିଫାଇନାଲରେ ପ୍ରବେଶ କରି ଭାରତୀୟ ମହିଳା ଦଳ ଇତିହାସ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?