Posted inଖେଳ

କଳାବ୍ୟାଣ୍ଡ ବାନ୍ଧି ଖେଳିଲେ ଉଭୟ ଦେଶର ଖେଳାଳି

ଲଣ୍ଡନ,୭ା୬: ବିଶ୍ବ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ମ୍ୟାଚ୍‌ ବୁଧବାର ଅନୁଷ୍ଠିତ ହୋଇଛି। ଆଜିର ମ୍ୟାଚ୍‌ରେ ଦୁଇ ଦଳ ଭାରତ-ଅଷ୍ଟ୍ରେଲିଆର ଖେଳାଳିମାନେ ଓଡ଼ିଶାର ବାଲେଶ୍ୱର ଜିଲା ବାହାନଗା ରେଳ ଦୁର୍ଘଟଣା ପୀଡ଼ିତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମୃତକଙ୍କ ପାଇଁ ମ୍ୟାଚ୍‌ ପୂର୍ବରୁ ଦୁଇ ଦଳର ଖେଳାଳି ଦୁଇ ମିନିଟ୍‌ ନୀରବ ପ୍ରାର୍ଥନା କରିବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ପରେ ଉଭୟ ଦଳର ଖେଳାଳିମାନେ ହାତରେ କଳାବ୍ୟାଣ୍ଡ ବାନ୍ଧି ପଡ଼ିଆକୁ ଓହ୍ଲାଇଥିଲେ।

ଅଷ୍ଟ୍ରେଲିଆ ଦଳ: ପ୍ୟାଟ କୁମିନ୍ସ (ଅଧିନାୟକ), ସ୍କଟ ବୋଲାଣ୍ଡ, ଆଲେକ୍ସ କେରୀ, କାମେରନ୍‌ ଗ୍ରୀନ୍‌, ମାର୍କସ୍‌ ହାରିସ୍‌, ମାଇକେଲ ନେସର, ଟ୍ରାଭିସ୍‌ ହେଡ, ଉସମାନ୍‌ ଖ୍ବାଜା, ମାର୍ନସ ଲାବୁଶେନ୍‌, ନାଥନ୍‌ ଲିୟନ୍‌, ଜୋଶ ଇଙ୍ଗଲିସ୍‌, ଟଡ୍‌ ମର୍ଫି, ଷ୍ଟିଭ୍‌ ସ୍ମିଥ୍‌, ମିଚେଲ ଷ୍ଟାର୍କ ଓ ଡେଭିଡ୍‌ ଓ୍ବାର୍ନର।
ରିଜର୍ଭ: ମିଚେଲ ମାର୍ଶ, ମ୍ୟାଟ୍ଟ ରେନ୍‌ଶ’।

India vs Australia Live Score, WTC 2023 final Day 1: Siraj troubles AUS with lethal pace in green and bouncy Oval | Hindustan Times

ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ରବିଚନ୍ଦ୍ରନ ଅଶ୍ୱିନ୍‌, ଶ୍ରୀକର ଭରତ, ଶୁବମାନ ଗିଲ୍‌, ରବୀନ୍ଦ୍ର ଜାଡେଜା, ବିରାଟ କୋହଲି, ଈଶାନ କିଶନ, ଚେତେଶ୍ୱର ପୂଜାରା, ଅକ୍ଷର ପଟେଲ, ଅଜିଙ୍କ୍ୟ ରାହାନେ, ମହମ୍ମଦ ଶାମି, ମହମ୍ମଦ ସିରାଜ, ଶାର୍ଦ୍ଦୂଳ ଠାକୁର, ଜୟଦେବ ଉନାଡକଟ, ଉମେଶ ଯାଦବ।
ରିଜର୍ଭ : ଯଶସ୍ବୀ ଜୟସ୍ବାଲ,ମୁକେଶ କୁମାର, ସୂର୍ଯ୍ୟକୁମାର ଯାଦବ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri