Posted inଖେଳ

ଏହି କ୍ରିକେଟର୍‌ଙ୍କ ଘରେ ଦୁଃଖର ପରିସ୍ଥିତି: ସ୍ତ୍ରୀ ଦେଲେ ସୂଚନା

କରୋନା ସମଗ୍ର ଦେଶରେ ଆତଙ୍କ ସୃଷ୍ଟି କରିଛି। ତାରକା ଖେଳାଳିଙ୍କ ପରିବାର ଏହା ଦ୍ୱାରା ପ୍ରଭାବିତ ହୋଇଛନ୍ତି। ନିକଟରେ ଟିମ ଇଣ୍ଡିଆର ପୂର୍ବତନ କ୍ରିକେଟର ଆରପି ସିଂ, ଚେତନ ସକରିଆ ଏବଂ ଲେଗ ସ୍ପିନର ପୀୟୁଷ ଚାୱଲା କରୋନା ଯୋଗୁ ବାପାଙ୍କୁ ହରାଇଛନ୍ତି। ଏବେ କରୋନା କାରଣରୁ ୟୁଜବେନ୍ଦ୍ର ଚହଲଙ୍କ ପିତା ମଧ୍ୟ ଗୁରୁତର। ୟୁଜବେନ୍ଦ୍ର ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ସୋସିଆଲ ମିଡିଆରେ ପ୍ରଶଂସକଙ୍କୁ ସୂଚନା ଦେଇଛନ୍ତି। ଧନଶ୍ରୀ କହିଛନ୍ତି ଯେ, ତାଙ୍କ ଶ୍ୱଶୁର କେ.କେ ଚହଲ ଏକ କରୋନାରେ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି ଏବଂ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଶାଶୁ ମଧ୍ୟ ଘରେ ରହି ଚିକିତ୍ସିତ ହେଉଛନ୍ତି। ମୁଁ ହସ୍ପିଟାଲରେ ଥିଲି ଏବଂ ସେଠାରେ ଯାହା ସବୁ ଦେଖିଲି ତାହା ବହୁତ ଖରାପ ଥିଲା। ତୁମେମାନେ ଘରେ ରୁହ ଏବଂ ତୁମର ପରିବାରର ଯତ୍ନ ନିଅ । ଧନଶ୍ରୀ ତାଙ୍କ ପୋଷ୍ଟରେ ସୂଚନା ଦେଇଛନ୍ତି ଯେ କରୋନା କାରଣରୁ ସେ ମାଉସୀଙ୍କୁ ମଧ୍ୟ ହରାଇଛନ୍ତି। ଧନଶ୍ରୀ ଲେଖିଛନ୍ତି, ଏପ୍ରିଲ-ମେ ମାସ କଷ୍ଟସାଧ୍ୟ ଏବଂ ଆହ୍ବାନପୂର୍ଣ୍ଣ ଥିଲା। ପ୍ରଥମେ ମୋ ମା’ ଏବଂ ଭାଇ କରୋନାରେ ସଂକ୍ରମିତ ହୋଇଥିଲେ। ସେତେବେଳେ ମୁଁ ଆଇପିଏଲ ବାୟୋ-ବବୁଲରେ ଥିଲି ଏବଂ ତାଙ୍କୁ ସାହାଯ୍ୟ କରିବାକୁ ସକ୍ଷମ ନ ଥିଲି। କିନ୍ତୁ ସମୟ ସମୟରେ, ମୁଁ ସେମାନଙ୍କ ଅବସ୍ଥା ବିଷୟରେ ସୂଚନା ପାଇଥିଲି। ପରିବାରଠାରୁ ଦୂରରେ ରହିବା ଅତ୍ୟନ୍ତ କଷ୍ଟକର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri