ପୋଲ ବାଡ଼ା ସହ ୨୦ଫୁଟ ତଳକୁ ଖସିଲା ଅତଡ଼ା

ସଜନାଗଡ, ୨୪।୧(ଡି.ଏନ.ଏ.) ବାଲେଶ୍ୱରରୁ ମୟୂରଭଞ୍ଜ ଜିଲାକୁ ସଂଯୋଗ କରିଥିବା ଶେରଗଡ଼-ନୀଳଗିରି-ଝରଣାଘାଟି ୧୯ନଂ. ରାଜ୍ୟ ରାଜପଥ ନୀଳଗିରି ନିକଟ ସଜନାଗଡ଼ ଦେଇ ଯାଇଥିବା ବଡ଼ ପୋଲ ବାଡା ସହ ୨୦ଫୁଟ ତଳକୁ ଅତଡା ଖସିଯାଇଛି। ରବିବାର ମୟୂରଭଞ୍ଜକୁ ସଂଯୋଗ କରୁଥିବା ଉକ୍ତ ପୋଲ ଉପରେ ଯାନବାହନ ଚଳାଚଳ ବନ୍ଦ କରିଦିଆଯାଇଛି। ଏସ୍‌ଡିଓ ଓ କନିଷ୍ଠଯନ୍ତ୍ରୀ ପହଞ୍ଚତ୍ ଅନୁଧ୍ୟାନ କରିବା ପରେ ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି କେବଳ ୨ ଚକିଆ ଯାନକୁ ଯା’ଆସ ପାଇଁ ଅନୁମତି ମିଳିଥିବା ବେଳେ ଅନ୍ୟ ସମସ୍ତ ଯାନବାହାନ ଚଳାଚଳ ବନ୍ଦ କରାଯାଇଛି। ଏପରିକି ଆମ୍ବୁଲାନ୍ସ, ଦମକଳ ଗାଡ଼ି ଯାତାୟାତ ବନ୍ଦ କରାଯାଇଛି ା ଝିପି ଝିପି ବର୍ଷାରେ ରାସ୍ତା ବିଚ୍ଛିନ୍ନ ନ ହେବା ପାଇଁ ବାଲି ବସ୍ତା ପ୍ୟାକିଂ କରାଯାଉଛି। ଅତଡ଼ା ଖସିବା ସମୟରେ କାମ କରୁଥିବା ଶ୍ରମିକମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ବିଭାଗୀୟ ଅଧିକାରୀମାନେ ଜେନେରେଟର ବ୍ୟବସ୍ଥା କରାଇ ଅଧିକ ଶ୍ରମିକ ଲଗାଇ ବାଲିବସ୍ତା ପକାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri