ସଙ୍ଗଠନ ଛାଡ଼ିଥିବା ମାଓବାଦୀଙ୍କୁ ଗିରଫ କଲା ପୋଲିସ

ପାରଳାଖେମୁଣ୍ଡି,୧୨।୮(ଡି.ଏନ୍‌.ଏ.): ସଙ୍ଗଠନ ଛାଡ଼ିଥିବା ଜଣେ ମାଓବାଦୀଙ୍କୁ ଅଡବା ପୋଲିସ ଗିରଫ କରିଛି। ଗିରଫ ଜଣକ ହେଲେ ଗଜପତି ଜିଲା ଡେକାପଙ୍କା ଗାଁର ପ୍ରଫୁଲ୍ଲ ପରିଚ୍ଛା ଓରଫ ଲୋରେ। ତାଙ୍କ ନାମରେ ଅଡବା ଥାନାରେ ୭ଟି ମାମଲା ରହିଛି। ୨୦୦୮-୨୦୧୦ ମଧ୍ୟରେ ବିଭିନ୍ନ ହିଂସା ଘଟଣାରେ ତାଙ୍କର ସମ୍ପୃକ୍ତି ଥିବା ପୋଲିସ ସୂଚନା ଦେଇଛି । ତାଙ୍କୁ ଗିରଫ କରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା । ତେବେ ସେ ଶୁକ୍ରବାର ଗାଁ ଘରେ ଥିବା ଜାଣି ପୋଲିସ ଚଢ଼ାଉ କରିଥିଲା। ସେଠାରୁ ତାଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରିବାର ସଦସ୍ୟଙ୍କ ହାତ,ଗୋଡ଼ ବାନ୍ଧି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା, ସୁନା ଅଳଙ୍କାର

ସାକ୍ଷୀଗୋପାଳ,୩।୮(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ରେଳଷ୍ଟେଶନ ନିକଟ ଯାଦବ ନିବାସରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇ ପରିବାରର ୭ ସଦସ୍ୟଙ୍କ ମୁଣ୍ଡରେ ପିସ୍ତଲ...

ତଦନ୍ତ ରିପୋର୍ଟ ୮ ସପ୍ତାହରେ ଦେବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୨୫ା୧: ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମୃତ୍ୟୁ ମାମଲାରେ ଗତ ୧୪ ତାରିଖରେ ଜାତୀୟ ମାନବ ଅଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ଟିମ୍‌ ତଦନ୍ତ ଏବଂ ରାଜଶ୍ରୀଙ୍କ...

କାଠମାଫିଆଙ୍କ ଆକ୍ରମଣରେ ୨ ବନ କର୍ମଚାରୀ ଆହତ

ବାରିପଦା ଅଫିସ, ୨୯ା୨- ମୟୂରଭଞ୍ଜ ଜିଲା ବାରିପଦା ରେଞ୍ଜ ଅଧୀନ ମହୁଲିଆଠାରେ କାଠମାଫିଆଙ୍କ ଆକ୍ରମଣରେ ଜଣେ ଫରେଷ୍ଟ ଗାର୍ଡ ଓ ବନ ବିଭାଗର ଅନ୍ୟ ଜଣେ...

ସତ୍‌ କହେଲେ ଭାରପ୍ରାପ୍ତ ଚିକିତ୍ସା ଅଧ୍‌କାରୀ; ଧରାପଡ଼ଲା ପିଏଚ୍‌ଇଓକଁର ମିଛ୍‌

ଲୋଇସିଂହା,୨୦।୬(ଡି.ଏନ.ଏ)  ସୁଆସ୍‌ତିଅ ସଚେତନତାର ଲାଗି ସରକାର ଲାଖ୍‌ ଲାଖ୍‌ ଟଁକା ପାଏନ୍‌ ମିତାର ଖରଚ୍‌ କରୁଛନ୍‌। ହେଲେ ବିଭାଗୀୟ ଅଧ୍‌କାରୀ, କରମ୍‌ଚାରୀମାନକର ଅବହେଲରୁ ସୁଆସ୍‌ତିଅ ସଚେତନତା...

ଆଶ୍ରମ ସ୍କୁଲରୁ ଉଦ୍ଧାର ୬୨ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ମ୍ୟାଲେରିଆ, ଜଣ୍ଡିସ୍‌ରେ ୩ ଆକ୍ରାନ୍ତ

ଢେଙ୍କାନାଳ ଅଫିସ, ୧୩ା୭ – ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ଗଡପଳାଶୁଣି ପଞ୍ଚାୟତର ଇରିଙ୍ଗାଝରଣଠାରେ ବେଆଇନ ଭାବେ ଚାଲିଥିବା ଶ୍ରୀଶ୍ରୀ ଲକ୍ଷ୍ମୀ ନାରାୟଣ ଗୁରୁକୁଳ ଆଶ୍ରମ...

ସୂର୍ଯ୍ୟପରାଗ ପାଇଁ ମା’ସମଲେଇଙ୍କ ଦର୍ଶକରୁ ବଞ୍ଚିତ ଭକ୍ତ

ସମ୍ବଲପୁର,୨୫।୧୦(ବ୍ୟୁରୋ): ଆଜି ହେଉଛି ସୂର୍ଯ୍ୟପରାଗ। ଏଥିପାଇଁ ମା’ସମଲେଶରୀଙ୍କ ପୀଠରେ ସାଧାରଣ ଦର୍ଶନ ବନ୍ଦ ରହିଛି। ଭୋର୍‌ ୪ ଟାରେ ମା’ଙ୍କର ମନ୍ଦିର ଖୋଲାଯାଇ ନୀତିକାନ୍ତି ପରେ...

ଭଦ୍ରକ ମୁଖ୍ୟ ଚିକିତ୍ସାଳୟରୁ ନକଲି ଡାକ୍ତର ଗିରଫ

ଭଦ୍ରକ ଅଫିସ,୨ା୨: ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରୁ ବୁଧବାର ଜଣେ ନକଲି ଡାକ୍ତରଙ୍କୁ ଟାଉନ ପୋଲିସ ଗିରଫ କରିଛି। ଗିରଫ ଯାଜପୁର ଜିଲାର ରାଜୀବ ବୋଲି...

ମନ୍ତ୍ରୀଙ୍କ ଚା ଖଟିରେ ଦୁଇ ଆଶାୟୀଙ୍କୁ ନେଇ ଚର୍ଚ୍ଚା

ସମ୍ବଲପୁର,୧୪ା୨(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ଶନିବାର ସମ୍ବଲପୁର ଗସ୍ତ କରିଥିଲେ। ଏହି ସମୟରେ ରେଢ଼ାଖୋଲଠାରେ ଏକ ଭିନ୍ନ ଦୃଶ୍ୟ...

Advertisement
Archives

Model This Week