ପୋଲିସ ଡରରେ ପୋଡ଼ିଦେଲେ କାର

ମାଲକାନଗିରି,୨୦ା୧: ମାଲକାନଗିରି ଜିଲା ଚଲାଣଗୁଡ଼ା ପଞ୍ଚାୟତ ଅଧୀନ ରେଙ୍ଗାବନ୍ଧ ଗ୍ରାମ ନିକଟରେ ବୁଧବାର  ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗଞ୍ଜେଇ ଚାଲାଣହେଉଥିବା ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ହେଲେ ପୋଲିସକୁ ଡରି ଗଞ୍ଜେଇ ଚାଲାଣକାରୀ କାରକୁ ନିଆଁ ଲଗାଇ ଦେଇଥିଲେ। ସୂଚନା ଯୋଗ୍ୟ, ଏକ କାରରେ ୨ ଜଣ ଯୁବକ ଗଞ୍ଜେଇ ଧରି ଛତିଶଗଡ଼ ଯାଉଥିଲେ। ହେଲେ କାରଟି ରେଙ୍ଗାବନ୍ଧ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱର ଥିବା ଏକ ଗଛରେ ପିଟି ହୋଇଯାଇଥିଲା। ଗାଡ଼ିରେ ଥିବା ୨ ଜଣ ଯୁବକ ବହୁ କଷ୍ଟରେ ବାହାରିଥିଲେ। ପରେ ସେମାନେ କାରରୁ ଗଞ୍ଜେଇ ବାହାର କରି ନିକଟସ୍ଥ ଜଙ୍ଗଲରେ ଲୁଚାଇ ଦେଇଥିଲେ। ଏପରି କି କାରରେ ନିଆଁ ଲଗାଇ ଫେରାର ହୋଇଯାଇଥିଲେ। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ଗାଡ଼ିଟି ସମ୍ପୂର୍ଣ୍ଣ ଜଳିଯାଇଛି। ସ୍ଥାନୀୟ ଗ୍ରାମବାସୀ ଖୋଜାଖୋଜି ପରେ ଜଙ୍ଗଲରୁ କିଛି ପରିମାଣରେ ଗଞ୍ଜେଇ ଜବତ କରିଥିଲେ। ଗାଡ଼ିଟି କାହାର ଜଣାପଡ଼ିନାହିଁ। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri