ବିଭିନ୍ନ ଅପରାଧରେ ଜଡ଼ିତ ଗ୍ୟାଙ୍ଗ୍‌କୁ ଧରିଲା ପୋଲିସ: ୨ ବନ୍ଧୁକ ସହ ୭ ଅଭିଯୁକ୍ତ ଅଟକ

ଟିଟିଲାଗଡ଼,୧୩।୩: ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି l ବିଭିନ୍ନ ଆପରାଧିକ ମାମଲାରେ ଜଡ଼ିତ ଥିବା ଏକ ବଡ଼ ଗ୍ୟାଙ୍ଗ୍‌କୁ ଟିଟିଲାଗଡ଼ ପୋଲିସ କାବୁ କରିଛି l ସେମାନଙ୍କଠାରୁ ପୋଲିସ ୨ଟି ଦେଶୀ ବନ୍ଧୁକ ସହ ଅନେକ ସାମଗ୍ରୀ ଜବତ କରିଥିବା ଜଣାପଡିଛି l ଏନେଇ ପୋଲିସ ଗ୍ୟାଙ୍ଗ୍‌ର ୭ ଜଣ ଯୁବକଙ୍କୁ ଅଟକ ରଖି ଅଧିକ ପଚରାଉଚରା କରୁଛି। ବଲାଙ୍ଗୀର ଏସ୍‌ପି ଟିଟିଲାଗଡ଼ରେ ପହଞ୍ଚିବା ପରେ ଖବରଦାତା ସମ୍ମିଳନୀରେ ବିସ୍ତୃତ ସୂଚନା ଦେବେ ବୋଲି ଥାନା ଆଇଆଇସି ରଞ୍ଜନ ବରିହା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ପୋଷା ହାତୀ ବବ୍‌ଲୁର ଉତ୍ପାତ

ବାରିପଦା ଅଫିସ,୨୬ା୧୨: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ଅଧୀନ ଲୁଲୁଙ୍ଗଠାରେ ବନ ବିଭାଗର ପୋଷା ହାତୀ ବବ୍‌ଲୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରୁଥିବା ଏକ ଭିଡିଓ...

ଆନ୍ତଃରାଜ୍ୟ ଚୋର ସମେତ ୨ ଗିରଫ

କଟକ ଅଫିସ, ୮ା୨: ବାଦାମବାଡ଼ି ଥାନା ପୋଲିସ ସୋମବାର ଜଣେ ପେସାଦାର ଆନ୍ତଃରାଜ୍ୟ ସୁନାଗହଣା ଚୋରଙ୍କ ସମେତ ଚୋରି ସୁନା କିଣିଥିବା ଅଭିଯୁକ୍ତଙ୍କୁ ଗିରଫ କରି...

କମିବ ଲିଭର୍‌ ପ୍ରତିରୋପଣ ଖର୍ଚ୍ଚ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପ୍ରତିବର୍ଷ ବହୁସଂଖ୍ୟକ ଶିଶୁ ଗୁରୁତର ଲିଭର୍‌ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାର ଚିକିତ୍ସା କ୍ଷେତ୍ରରେ ଆବଶ୍ୟକ ଅଙ୍ଗଦାତା ନ ମିଳିବା ଓ...

ପଞ୍ଚଭୂତରେ ବିଲୀନ ହେଲେ ଅରିନ୍ଦମ ଦାସ

ପାଟଣା,୨୫।୯(ସ୍ବ.ପ୍ର.): ଯୁବ ସାମ୍ବାଦିକ ଅରିନ୍ଦମ ଦାସ (ସାମୀ) ଶନିବାର ପଞ୍ଚଭୂତରେ ବିଲୀନ ହୋଇଛନ୍ତି। ଜନ୍ମସ୍ଥାନ କେନ୍ଦୁଝର ଜିଲା ରାଜନଗର ପଞ୍ଚାୟତର ରାଇକଳା ନିକଟ ବୈତରଣୀ ନଦୀକୂଳରେ...

ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବହଳଦା,୨୨ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବହଳଦା ଥାନା ଅଧୀନ ସାନଦୁନ୍ଦୁ-ଚାପଡା ରାସ୍ତାକଡ଼ରୁ ଶୁକ୍ରବାର ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ମୁହଁକୁ ପଥରରେ ଛେଚିି...

ମହୁଲ ଫୁଲ ବିକି ପରିବାର ପୋଷୁଛନ୍ତି ଆଦିବାସୀ

ଆର.ଉଦୟଗିରି,୧୬।୫(ଡି.ଏନ୍‌.ଏ.): ପ୍ରକୃତିର ଋତୁ ପରିବର୍ତ୍ତନ ଅନୁଯାୟୀ ବୃକ୍ଷରାଜି ଫୁଲ ଫଳରେ ପରିବର୍ତ୍ତନ ଘଟେ। ଫଳରେ ଋତୁ ଅନୁଯାୟୀ ଏବେ ମହୁଲ ଫୁଲର ବାସ୍ନାରେ ମହକୁଛି ପ୍ରକୃତି।...

ଧନୁଷ୍ଟଙ୍କାର ଭଉଣୀ, ଥାଲାସେମିଆ ପୁଅଙ୍କୁ ମିଳିଲା ସହାୟତା

ପଟ୍ଟାମୁଣ୍ଡାଇ, ୧ା୫ (ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍‌ ଗଙ୍ଗାରାମପୁର ପଞ୍ଚାୟତ ଗୁଣୁପୁର ପାଟଣା ଗ୍ରାମର ଅଲେଖ ଦାସଙ୍କ ପରିବାର ଏବେ ଅସହାୟ ହୋଇ ପଡିଛନ୍ତି।...

ସୁନାମାଳି ଗୁନ୍ଥିବା ଆଳରେ ଠକେଇ : ୪ ମହିଳା ଗିରଫ

ହିଞ୍ଜିଳିକାଟୁ,୧୯।୧୦(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ମାଳି ଗୁନ୍ଥିବା ଆଳରେ ଠକେଇ ହୋଇଛି। ସୁନାମାଳି ବଦଳରେ ନକଲି ମାଳି ଦେଇଥିବା ଅଭିଯୋଗରେ ଶୁକ୍ରବାର...

Advertisement
Archives

Model This Week