ନିଲମ୍ବିତ ହେଲେ ଥାନାଧିକାରୀ, ମାତ୍ର ୫ ମାସ ୨୦ ଦିନରେ…

ଛତ୍ରପୁର,୧୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନାଧିକାରୀ ଦେବାଶିଷ ମହାନ୍ତିଙ୍କୁ ଓଡ଼ିଶା ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ନିଲମ୍ବନ କରିଛନ୍ତି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବନ ସମୟରେ ବ୍ରହ୍ମପୁର ଆଇଜି କାର୍ଯ୍ୟାଳୟରେ ରହିବେ। ଚମାଖଣ୍ଡି ଆଇଆଇସି ସବ୍ୟସାଚୀ ମଲ୍ଲଙ୍କୁ ଛତ୍ରପୁର ଥାନାର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଦେବାଶିଷ ଚଳିତ ବର୍ଷ ଫେବୃଆରୀ ୨୪ରେ ଛତ୍ରପୁର ଥାନା ଅଧିକାରୀ ଭାବେ ଦାୟିତ୍ୱ ନେଇଥିଲେ l ଏହା ପୂର୍ବରୁ ସେ ପୁରୀ ଜିଲା ଡେଲାଙ୍ଗର ଥାନାଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ହେଲେ ଛତ୍ରପୁର ଥାନାରେ ମାତ୍ର ୫ ମାସ ୨୦ ଦିନ କାମ କଲା ପରେ ତାଙ୍କ କାର୍ଯ୍ୟରେ ଅବହେଳା ନେଇ ତାଙ୍କୁ ନିଲମ୍ବନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ଗାଡ଼ି ଅଟକାଇ ମାଡ଼ ମାରିବା ମାମଲା: ୩ ଅଭିଯୁକ୍ତ ଜେଲ୍ ଗଲେ, ଜଣେ ଗିରଫ ଓ ୨ ଆତ୍ମସମର୍ପଣ

ବଞ୍ଚୋ,୨୨।୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅଧୀନ ଦେଓଗାଁ ଅଞ୍ଚଳରେ ଘଟିଥିବା ଗାଡ଼ି ଅଟକାଇ ମାଡ଼ ମାରିବା ମାମଲାରେ ପୁଲିସକୁ ବଡ଼ ସଫଳତା ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?