ମଶାଣିରୁ ଯୁବକଙ୍କ ମୃତଦେହ ଉଠାଇନେଲା ପୋଲିସ

କଣ୍ଟାବାଞ୍ଜି,୨୩ା୧(ଗୁରୁ ଦୟାଲ ହଂସ): ପରିବାର ଲୋକେ ଜଣେ ଯୁବକଙ୍କ ମୃତଦେହ ସତ୍କାର ପାଇଁ ମଶାଣିକୁ ନେଇଥିଲେ। ପୋଲିସ ସେଠାରେ ପହଞ୍ଚି ମୃତଦେହକୁ ଜବତ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ବେହେରେନସିଲେଟ ଗାଁରେ ମଙ୍ଗଳବାର ଏଭଳି ଘଟଣା ଘଟିଛି। ମୃତ ଯୁବକ ହେଲେ ବିନୋଦ ଚିନାଗୁନ (୧୮)। ତାଙ୍କ ବାପା ଦିବା ଚିନାଗୁନଙ୍କ କହିବା ଅନୁସାରେ, ବିନୋଦ ମାନସିକ ବିକାରଗ୍ରସ୍ତ ଥିବା ବେଳେ ଗାଁରେ ଅଧିକାଂଶ ସମୟ ବୁଲାବୁଲି କରୁଥିଲେ। ସୋମବାର ରାତିରେ ସେ ଖାଇସାରି ଶୋଇଥିବା ବେଳେ ସକାଳେ ତାଙ୍କୁ ମୃତ ଅବସ୍ଥାରେ ଦେଖିବାକୁ ମିଳିଥିଲା। ଥାନା ଅଧିକାରୀ ରଶ୍ମିତା ବେହେରା କହିଛନ୍ତି, ଯୁବକ ଜଣକ ନିଜ ଘରେ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିବା ଅଭିଯୋଗ କ୍ରମେ ମୃତଦେହ ଜବତ କରାଯାଇଛି। ଏନେଇ ତଦନ୍ତ କରାଯାଉଛି। ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri