ପୋଲିସ ବାବୁଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ରାୟଗଡ଼ା ଅଫିସ,୫।୫: ପୋଲିିସ ଏଏସଆଇଙ୍କ ଘର ଚୋରି। ପ୍ରାୟ ୧୭ ଭରି ସୁନା, ଅଧା କେଜି ରୁପା ସହିତ ନଗଦ ୫୦ ହଜାର ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣାଟି ଘଟିଛି ରାୟଗଡ଼ା ସହରରେ।
ରାୟଗଡ଼ା ସହରର ସାଇପ୍ରିୟା ନଗର ୧୧ ନମ୍ବର ଲେନ୍‌ରେ କଳାହାଣ୍ଡି ଜିଲା କେସିଙ୍ଗା ଥାନାରେ କାର୍ଯ୍ୟରତ ଏଏସ୍‌ଆଇ ଅନୁପ ଶତପଥୀଙ୍କ ଘର ରହିଛି। ସେଠାରେ ତାଙ୍କ ପରିବାର ଲୋକେ ରହନ୍ତି। ତେବେ ଗତ ମଙ୍ଗଳବାର ଠାରୁ ପରିବାର ଲୋକେ ଘରେ ତାଲା ପକାଇ କେସିଙ୍ଗା ଯାଇଥିଲେ। ଘରେ କେହି ନ ଥିବା ସୁଯୋଗ ନେଇ ଦୁର୍ବୃତ୍ତ କଳାକନା ବୁଲାଇଛନ୍ତି। ଗ୍ରୀଲ ତାଡ଼ି ଦୁର୍ବୃତ୍ତ ଘରେ ପଶିଥିଲେ। ଆଲମାରିରେ ଥିବା ୩ଟି ସୁନା ଚେନ, ୧୨ଟି ସୁନା ଲକେଟ, ୪ ହଳ ସୁନା କାନ ଫୁଲ, ୪ଟି ମୁଦି ସହିତ ରୁପାର ଲକ୍ଷ୍ମୀ ଓ ଗଣେଶ ଠାକୁରଙ୍କ ମୂର୍ତ୍ତି, ୫୦୦ ଗ୍ରାମର ଅନ୍ୟାନ୍ୟ ରୁପା ସାମଗ୍ରୀ ଏବଂ ନଗଦ ୫୦ ହଜାର ଟଙ୍କା ଲୁଟି ନେଇଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri