ବୋଲେରୋରେ ଚାଲାଣ ହେଉଥିଲା ଦେଶୀ ରନ୍ଧା ମଦ, ପାଟ୍ରୋଲିଂବେଳେ ଧରିଲା ପୋଲିସ

ଭଦ୍ରକ ଅଫିସ,୪ା୭: ଜିଲା ଅବକାରୀ ବିଭାଗ ଭ୍ରାମ୍ୟମାଣ ଏକ ସ୍ବତନ୍ତ୍ର ଟିମ୍‌ ବାସୁଦେବପୁର ଥାନା ଅନ୍ତର୍ଗତ ଟେରା ଛକ ନିକଟରେ ପାଟ୍ରୋଲିଂ କରୁଥିବା ସମୟରେ ଗୋଟିଏ ବୋଲେରୋ (ଓଆର-୦୧ଏଲ-୯୯୧୮) ମଧ୍ୟରୁ ୮୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ନୀଳଗିରି ଥାନା ଅନ୍ତର୍ଗତ ଚତର ଗ୍ରାମର ରାକେଶ କୁମାର ମେଦିନରାୟଙ୍କୁ ଗିରଫ କରାଯାଇଥିବା ବେଳେ ଅନ୍ୟ ଦୁଇଜଣ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଜବତ ମଦ ଓ ଗାଡ଼ିର ଆନୁମାନିକ ମୂଲ୍ୟ ୩ ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଏନେଇ ଅବକାରୀ ବିଭାଗ ପକ୍ଷରୁ ୭୨/୨୧ରେ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବି: ଶତାଧିକ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ବିରାଟ ରାଲି

ଅମରପାଲି, ୧୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନୂଆପଡା ମୌଜାରେ ନିକଟରେ ଖୋଲାଯାଇଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା…

ଝୁଲି ଝୁଲି ଆସୁଛନ୍ତି ବଡଠାକୁର, ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ

ପୁରୀ,୧୬।୭: ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ପବିତ୍ର ପହଣ୍ଡି । ଶଙ୍ଖ, ଘଣ୍ଟ, ମୃଦଙ୍ଗ ଓ “ହରିବୋଲ” ଧ୍ୱନିରେ ପ୍ରକମ୍ପିତ ହେଉଛି ସମଗ୍ର ବଡ଼ଦାଣ୍ଡ। ଭକ୍ତିରେ ମୁଖରିତ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ…

ଜୁନିଅରଙ୍କୁ କ୍ରିକେଟ ବ୍ୟାଟ୍‌ରେ ନିସ୍ତୁକ ପିଟିଲେ ସିନିୟର: ଥାନାରେ ଅଭିଯୋଗ ପରେ…

ଦେବଗଡ଼,୧୬।୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସୁନାମୁଣ୍ଡା ସ୍ଥିତ ନବୋଦୟ ବିଦ୍ୟାଳୟ ଛାତ୍ରାବାସରେ ରାଗିଂ ଅଭିଯୋଗ। ମିଳିଥିବା ସୂଚନାନୁଯାୟୀ, ଯୁକ୍ତ ଦୁଇ ପିଲାଙ୍କ ଦ୍ୱାରା ନବମ ଓ ଦଶମ…

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri