ସମୁଦ୍ରରେ ପାଟ୍ରୋଲିଂବେଳେ ସ୍ପିଡ୍‌ ବୋଟ୍‌ରୁ ଖସିପଡ଼ିଲେ ପୋଲିସ କର୍ମଚାରୀ, ଭିଡିଓ ଦେଖିଲେ…

ଭୋଗରାଇ,୫ା(ପ୍ରଦୀପ ଦାସ): ବର୍ଷ ଆରମ୍ଭରୁ ପଡ଼ୋଶୀ ରାଜ୍ୟ ପଶ୍ଚିମବଙ୍ଗ ଦୀଘାରେ ଲକ୍ଷ ଲକ୍ଷ ପର୍ଯ୍ୟଟକଙ୍କ ଭିଡ଼ ଜମିଛି। ଏଥି ନିମନ୍ତେ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପୁରୁଣା ଦୀଘାଠାରୁ ଓଡ଼ିଶା ସୀମାନ୍ତ ଉଦୟପୁର ପର୍ଯ୍ୟନ୍ତ ପୋଲିସ ପାଟ୍ରୋଲିଂ ବୋଟ୍‌ ପ୍ରଶାସନ ପକ୍ଷରୁ ନିୟୋଜନ କରାଯାଇଛି। ପୋଲିସ ବୋଟ୍‌ ଶନିବାର ପାଟ୍ରୋଲିଂ କରୁଥିବା ବେଳେ ହଠାତ ଭାରସାମ୍ୟ ହରାଇ କର୍ମଚାରୀ ଜଣଙ୍କ ବୋଟ୍‌ରୁ ସମୁଦ୍ରକୁ ଖସି ପଡ଼ିଥିଲେ। ଅନ୍ୟ ସ୍ପିଡ୍‌ ବୋଟରେ ଖସି ପଡ଼ିଥିବା ପୋଲିସ କର୍ମଚାରୀଙ୍କୁ ଗୁରୁତର ଭାବେ ଉଦ୍ଧାର କରାଯାଇ ଦୀଘା ଜେନାରାଲ ହସ୍ପିଟାଲରେ ଚିକିତ୍ସା କରାଯାଉଥିବାର ସୂଚନା ମିଳିଛି।

 

ସ୍ପିଡ୍‌ ବୋଟ୍‌ଟି କ୍ଷୀପ୍ରଗତିରେ ସମୁଦ୍ରରେ ଚାଲୁ ରହିଥିଲା। ପ୍ରାୟ ୧ ଘଣ୍ଟା ହେବ ବୋଟ୍‌ଟି ଏକା ଏକା ସମୁଦ୍ରରେ ବୁଲୁଥିବା ବେଳେ ବୋଟ୍‌ଟିକୁ ଆୟତ୍ତ କରିବା ପାଇଁ ପୋଲିସର ଅନ୍ୟ ବୋଟ୍‌ଗୁଡିକୁ ନାକେଦମ ହେବାକୁ ପଡ଼ିଥିଲା। ପର୍ଯ୍ୟଟକମାନେ ଭାବୁଥିଲେ ସମୁଦ୍ରରେ ଫିଲ୍ମ ଶୁଟିଂ ହେଉଛି। ପରେ ସମୁଦ୍ରରେ ସ୍ପିଡ୍‌ ବୋଟ୍‌ ସାଇରନ ବାଜିବାରୁ ପର୍ଯ୍ୟଟକମାନେ ଭୟଭୀତ ହୋଇ ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଓଡ଼ିଶାରେ ଶୁଭୁଛି chi chi chi re nani chi, ରହସ୍ୟ ଜାଣି ହେବେ ତାଜୁବ!

ଭୁବନେଶ୍ୱର,୧୩।୧: ଛି ଛି ଛିରେ ନନୀ ଛି ଛି’…ଏବେ ଯେଉଁଠି ଶୁଣିବ ସେଇଠି ଶୁଭୁଛି ଏଇ ଗୀତ। ପିଲାଠୁ ବୁଢା ଯାଏ ସବୁଠି ଧନକେ ଦେଖିଲୁ...

କଳାହାଣ୍ଡି ଉତ୍ସବ ପୂର୍ବରୁ ମନ ମୋହିଲା ପଥୋତ୍ସବ

ଭବାନୀପାଟଣା,୧୩ା୧(ଉତ୍ତମ କୁମାର ଦାଶ)- ଭବାନୀପାଟଣାଠାରେ ଜିଲା ସ୍ତରୀୟ କଳାହାଣ୍ଡି ଉତ୍ସବ ‘ଘୁମୁରା’ ଉପଲକ୍ଷେ ରବିବାରଠାରୁ ଆରମ୍ଭ ହୋଇଛି ପଥୋତ୍ସବ। କଳାହାଣ୍ଡିର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା...

ସଂଗ୍ରାମୀଙ୍କୁ ୨୦ ହଜାର ପେନ୍‌ଶନ୍‌: ଆଇନ ମନ୍ତ୍ରୀ କହୁକହୁ କହିଦେଲେ ପୂର୍ବ ସରକାରର

ଭୁବନେଶ୍ୱର,୧୩।୧:ସଂଗ୍ରାମୀଙ୍କୁ ୨୦ ହଜାର ପେନ୍‌ଶନ୍‌ ନିଷ୍ପତ୍ତି ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ୧୯୭୫ରୁ ୧୯୭୭ ମଧ୍ୟରେ ବହୁ ଲୋକ...

ଭୁବନେଶ୍ବର ଯାଆଁଳା ଫାଣ୍ଡି ପାଖରେ ଦୁର୍ଘଟଣା; ୨ ମୃତ

ଭୁବନେଶ୍ୱର, ୧୩।୧: ଭୁବନେଶ୍ୱର ଉପକଣ୍ଠ ଯାଆଁଳା ଫାଣ୍ଡି ପାଖରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣ ପ୍ରାଣ ହରାଇଥିବା ବେଳେ ଜଣେ ଗୁରୁତର ଆହତ...

ଧରାପଡ଼ିଲା ୯ କୋଟିରୁ ଊଦ୍ଧର୍‌ବ ଗଞ୍ଜେଇର ସତ :ଜର୍ମାନୀରୁ ମାଲେସିଆ ଦେଇ ଆସିଥିଲା ଭାରତ

ଭୁବନେଶ୍ୱର,୧୩।୧: ଭୁବନେଶ୍ବର ବିମାନ ବନ୍ଦରରୁ ୯ କୋଟିରୁ ଊଦ୍ଧର୍‌ବ ଗଞ୍ଜେଇ ଜବତ ମାମଲାରେ ଏବେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଚୋରା ଚାଲାଣ ପଛରେ ବଡ଼...

ଚାଷୀଙ୍କ ମୃତ୍ୟୁ: ପରିବାରକୁ ଆର୍ଥିକ ସହାୟତା ଦେଲେ ବିଧାୟକ

ଛତ୍ରପୁର,୧୩।୧(ସନ୍ତୋଷ ପାଢ଼ୀ): ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ସୋମବାର ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କତୁରୁ ଗ୍ରାମର ମୃତ୍ୟୁବରଣ କରିଥିବା ଚାଷୀ ପି.ଈଶ୍ୱର ରେଡ୍ଡିଙ୍କ ପରିବାର...

ଗଞ୍ଜାମ ସହରରେ ନିର୍ମାଣ  ହେବ ରାମ ମନ୍ଦିର: ସମସ୍ତ ପଅସ୍ତୁତି ନେଇ…

ଗଞ୍ଜାମ,୧୩।୧(ବିଦ୍ୟାଧର ସାହୁ ): ଗଞ୍ଜାମ ସହରାଞ୍ଚଳରେ ଖୁବଶୀଘ୍ର ରାମମନ୍ଦିର ନିର୍ମାଣ ହେବାକୁ ଯାଉଛି। ସ୍ଥାନୀୟ ଅଞ୍ଚଳର ସୀତାରାମ ଫାଉଣ୍ଡେଶନ ଏହାର ସମସ୍ତ ଦାୟିତ୍ୱ ବହନ କରିବ।...

Ayushman Bharat Scheme: ପ୍ରତି ପରିବାରକୁ ମିଳିବ ୫ଲକ୍ଷ, ମହିଳାଙ୍କୁ…ଜାଣନ୍ତୁ କିପରି କରିବେ ଆବେଦନ

ଭୁବନେଶ୍ୱର,୧୩।୧: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri