ବ୍ରହ୍ମପୁର ଅଫିସ,୯।୧୧: ଚନ୍ଦ୍ରଗ୍ରହଣ ସମୟରେ ବ୍ରହ୍ମପୁର ବିଚ୍ ରାସ୍ତାରେ ହେତୁବାଦୀଙ୍କ ସାମୂହିକ ଆମିଷ ଭୋଜନ ଓ ଏହାକୁ ହିନ୍ଦୁବାଦୀ ଗୋଷ୍ଠୀ ତଥା ସନାତନ ଧର୍ମୀଙ୍କ ବିରୋଧରୁ ଘଟିଥିବା ହିଂସାକୁ ନେଇ ରାଜନୀତି ଜୋର ଧରିଛି। ଭାଜପା ନେତା କାହ୍ନୁ ଚରଣ ପତି ଚନ୍ଦ୍ରଗ୍ରହଣରେ ହେତୁବାଦୀମାନଙ୍କ ସାମୂହିକ ଆମିଷ ଭୋଜନକୁ ସମାଲୋଚନା କରିଛନ୍ତି। ଏହାର ପ୍ରତିବାଦ କରିଥିବା ହିନ୍ଦୁ ସଂଗଠନ କର୍ମକର୍ତ୍ତା ଓ ସଦସ୍ୟଙ୍କୁ ଆକ୍ରମଣ ଏବଂ ପୋଲିସର ଲାଠିମାଡ଼କୁ ସେ ନିନ୍ଦା କରିଛନ୍ତି।
ନେତା ତଥା ପିସିସି ସଦସ୍ୟ ଆଇନଜୀବୀ ପୀତବାସ ପଣ୍ଡା କହିଛନ୍ତି, କିଏ କ’ଣ ଖାଇବ ଓ ନ ଖାଇବ ତାହା ବ୍ୟକ୍ତିଗତ କଥା। ହେତୁବାଦୀଙ୍କ ସାମୂହିକ ଆମିଷ ଭୋଜନକୁ ବନ୍ଦ ଓ ବିରୋଧ କରିବାର ଅଧିକାର ହିନ୍ଦୁବାଦୀଙ୍କୁ କିଏ ଦେଇଛି ବୋଲି ସେ ପ୍ରଶ୍ନ ଉଠାଇଛନ୍ତି। ସାଧୁ ସନ୍ଥ ଓ ସନାତନ ଧର୍ମୀ ପୋଲିସରେ ଏତଲା ନ ଦେଇ ଭୋଜନସ୍ଥଳରେ ହୋହାଲ୍ଲା ଏବଂ ହିଂସାକାଣ୍ଡକୁ ପଣ୍ଡା ନିନ୍ଦା କରିଛନ୍ତି। ଜିଲା ବିଜେଡି ସଭାପତି ଡ଼ା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ କହିଛନ୍ତି, ଗ୍ରହଣ ବେଳେ ଆମିଷ ବା ନିରାମିଶ ଭୋଜନ ସମ୍ପୂର୍ଣ୍ଣ ନିଷେଧ। ଏହା ବିଜ୍ଞାନ ସମ୍ମତ ବୋଲି ଭେଷଜ ବିଶେଷଜ୍ଞ ଡା.ଚ୍ୟାଉ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା
ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…
ଦୁଇ ବାଇକ୍ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…
ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…
ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…
ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…
ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ
ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…
ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…
ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…
ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍ ହାତେଇବାକୁ ଆପଣାଉଛନ୍ତି ଏହି…
ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…
ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ
ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…
ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍
ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

