ଆବଡେଲ୍‌ ଅଲ୍‌-ସିସି ଇଜିପ୍ଟ ରାଷ୍ଟ୍ରପତି ନିର୍ବାଚିତ

କାଇରୋ,୧୯ା୧୨: ଇଜିପ୍ଟ ରାଷ୍ଟ୍ରପତି ଆବଡେଲ୍‌ ଫତାହ ଅଲ୍‌-ସିସି ତୃତୀୟ ଥର ପାଇଁ ନିର୍ବାଚିତ ହୋଇଛନ୍ତି। ଆରବ ଜଗତର ଏହି ସବୁଠୁ ଜନବହୁଳ ରାଷ୍ଟ୍ରରେ ତାଙ୍କୁ ୮୯.୬ ପ୍ରତିଶତ ଭୋଟ ମିଳିଛି। ଗତ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଇଜିପ୍ଟରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ତୃତୀୟ ଥର ନିର୍ବାଚିତ ହୋଇଥିବାରୁ ୬୯ ବର୍ଷୀୟ ଅଲ୍‌-ସିସି ରାଷ୍ଟ୍ରପତି ପଦବୀରେ ଆଉ ୬ ବର୍ଷ ରହିବେ। ଇଜିପ୍ଟ ସମ୍ବିଧାନ ଅନୁଯାୟୀ ଜଣେ ରାଷ୍ଟ୍ରପତି ସର୍ବାଧିକ ୩ ଥର କ୍ଷମତାରେ ରହିପାରିବେ। ମୁଦ୍ରା ମୂଲ୍ୟ ହ୍ରାସ, ଆକାଶଛୁଆଁ ଦରଦାମ୍‌ ଯୋଗୁ ସୃଷ୍ଟି ହୋଇଥିବା ଆଥିର୍ତ୍କ ସଙ୍କଟ ଏବଂ ପଡୋଶୀ ଗାଜାରେ ଯୁଦ୍ଧ ଯୋଗୁ ଆଞ୍ଚଳିକ ଉତ୍ତେଜନା ସତ୍ତ୍ୱେ ଅଲ୍‌-ସିସି ବିଜୟୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭॥୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ…

ତୀରନ୍ଦାଜ ପ୍ରତିଯୋଗିତା: କଳାହାଣ୍ଡର ୩ ପ୍ରତିଯୋଗୀ ଜାତୀୟସ୍ତରକୁ ମନୋନୀତ

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ତୀରନ୍ଦାଜ ପ୍ରତିଯୋଗୀମାନେ ସିବିଏସଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତାରେ ୩ଟି ସ୍ବର୍ଣ୍ଣ…

ରାସ୍ତାରେ ଶହ ଶହ ଖାଲ ଢିପ ଯୋଗୁ ଯାତାୟାତରେ ସମସ୍ୟା, ଚେତାବନୀ ଦେଲେ ସହରବାସୀ, ମରାମତି ନ ହେଲେ ଆଗାମୀ ଦିନରେ…

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗୀର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା…

ନୂଆ ସ୍ବପ୍ନ, ନୂଆ ଲକ୍ଷ୍ୟ: ମହାବିଦ୍ୟାଳୟରେ ପାଦ ଥାପିଥିବା ନବାଗତ ଛାତ୍ରୀଛାତ୍ରଙ୍କୁ ପରାମର୍ଶ, ଉପସ୍ଥାନ କମ୍‌ ରହିଲେ…

ଭଞ୍ଜନଗର, ୨୭।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ସୋମବାର ଯୁକ୍ତ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri