Advertisement

ପୋଲିଂ କର୍ମଚାରୀଙ୍କ ଜୀବନ ଗଲା

ଭଦ୍ରକ ଅଫିସ,୩ା୧୧: ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ ନଟବର ମୁଣ୍ଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ଭଦ୍ରକ ଜିଲାର ବାଗୁରାଇରେ ବୋଲି ଜଣାପଡ଼ିଛି। ନଟବରଙ୍କୁ ଧାମନଗରର ୧୩୯ ନମ୍ବର ବୁଥ୍‌ରେ ପୋଲିଂ କର୍ମଚାରୀ ଭାବେ ନିୟୋଜିତ କରାଯାଇଥିଲା। ବୁଧବାର ସେ ବୁଥ୍‌ରେ ପହଞ୍ଚିବା ପରେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ନିର୍ବାଚନ ଡ୍ୟୁଟିରୁ ଅବ୍ୟାହତି କରି ଦିଆଯାଇଥିଲା। ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ତାଙ୍କର ମୃତ୍ୟୁ ଘଟିଥିବା ଭଦ୍ରକ ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଗୋପାଳ ଡାକ୍ତରଖାନା ଛାତରୁ ଖସୁଛି କଂକ୍ରିଟ

ସାକ୍ଷୀଗୋପାଳ, ୧୭।୯(ସ୍ବ.ପ୍ର./ଡି.ଏନ୍‌.ଏ.): ସତ୍ୟବାଦୀ ବ୍ଲକରେ ଥିବା ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢ଼ଲକ୍ଷ ଲୋକ ନିର୍ଭର କରିଥାନ୍ତି। ଜାତୀୟ ରାଜପଥ ପାର୍ଶ୍ୱରେ...

ପୁଣି ଆରମ୍ଭ ହେବ ‘ଫାୟାର ପାର୍କ’

ଭୁବନେଶ୍ୱର, ୧୭।୫ (ବ୍ୟୁରୋ):ଅଗ୍ନିକାଣ୍ଡରେ ଅନେକ ଜୀବନ ଯିବା ସହ ବହୁ ସମ୍ପତ୍ତି ନଷ୍ଟ ହେଉଛି। ବର୍ଷକୁ ବର୍ଷ ଏହି ନିଆଁ ବିପତ୍ତି ବଢ଼ି ଚାଲିଛି। ତେଣୁ...

ଓଲଟିଲା ମାଛ ବୋଝେଇ ଟ୍ରକ୍‌

ଟାଙ୍ଗୀ(ଖୋର୍ଦ୍ଧା),୨୨ା୫(ଡି.ଏନ.ଏ.)-୧୬ ନଂ ଜାତୀୟ ରାଜପଥ ଚମ୍ପାଗଡ଼ଠାରେ ମଙ୍ଗଳବାର ଏକ ମାଛ ବୋଝେଇ ଟ୍ରକ୍‌ ଓଲଟି ପଡ଼ିଛି । ତେବେ ଦୁର୍ଘଟଣାରେ କେହି ମୃତାହତ ହୋଇ ନ...

ଶ୍ରୀଲିଙ୍ଗରାଜଙ୍କ କାର୍ତ୍ତିକ ବ୍ରତ ପ୍ରସ୍ତୁତି

ପୁରୁଣା ଭୁବନେଶ୍ୱର,୩୦ା୧୦(ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରାଇଦାମୋଦର ବେଶ ଏବଂ କାର୍ତ୍ତିକ ବ୍ରତ ପାଳନ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କୋଭିଡ-୧୯...

ଜରାଶ୍ରମ ସଭାପତିଙ୍କୁ ହତ୍ୟା କଲେ କର୍ମଚାରୀ

ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ଗଡ଼ସ୍ଥିତ ଏକ ଜରାଶ୍ରମରେ ଅଭାବନୀୟ କାଣ୍ଡ ଘଟିଛି। ଜରାଶ୍ରମର ସଭାପତିଙ୍କୁ ସେହି ଜରାଶ୍ରମର ଜଣେ କର୍ମଚାରୀ ହତ୍ୟା କରି ନିଜେ ଆତ୍ମହତ୍ୟା ଉଦ୍ୟମ...

ଗଞ୍ଜାମରେ ମନ୍ଦିର ବନ୍ଦ: ଘରେ ରହି ସାବିତ୍ରୀ ବ୍ରତ ପାଳିଲେ ମହିଳା

ଛତ୍ରପୁର,୧୦ା୬(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଯୋଗୁ ଗଞ୍ଜାମ ଜିଲାରେ ଆଗୁଆ ପଦକ୍ଷେପ ନିଆଯାଇ ୨ ମାସ ହେଲା ସବୁ ମନ୍ଦିର ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିଛି। ଫଳରେ...

ଆନ୍ଧ୍ରରେ ଫସିଛନ୍ତି ଗଞ୍ଜାମର ୧୫୦ ଜଣ

ଛତ୍ରପୁର,୨୯।୩(ଡି.ଏନ୍‌.ଏ.): ଆନ୍ଧ୍ରପ୍ରଦେଶର କ୍ରିଷ୍ଣା ଜିଲା ଚିକାଭରମଠାରେ ଗଞ୍ଜାମ ଜିଲାର ୧୫୦ ଜଣ ଫସିରହିଛନ୍ତି। ଉଦ୍ଧାର କରି ଘରକୁ ଫେରାଇ ନେବା ସହ ଖାଇବାକୁ ଦେବା ପାଇଁ...

ସର୍କୁଲାର ଜାରି କଲେ ପରିବହନ କମିଶନର: ଯେକୌଣସି ଆର୍‌ଟିଓରେ ଡିଏଲ୍‌ ଆବେଦନ କରିହେବ

କଟକ ଅଫିସ, ଭୁବନେଶ୍ୱର,୨ା୧୧ (ବ୍ୟୁରୋ): ଯାନବାହନ ମାଲିକମାନେ ରାଜ୍ୟର ଯେକୌଣସି ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କ କାର୍ଯ୍ୟାଳୟରେ ନିଜ ଗାଡିର ପଞ୍ଜୀକରଣ କରିବା ସହ ଡ୍ରାଇଭିଂ ଲାଇସେନ୍ସ...

Advertisement
Archives

Model This Week