Posted inଫୁରସତ

ବିଶ୍ୱର ସବୁଠୁ ଗରିବ ଦେଶ: ଲୋକେ ଘାସପତ୍ର, ଝିଣ୍ଟିକା ଖାଇ ବଞ୍ଚନ୍ତି

ବିଶ୍ୱର ଅନେକ ଦେଶରେ କରୋନା ମହାମାରୀ ତା’ର କାୟା ବିସ୍ତାର କରିଚାଲିଛି। ଏଭଳି ପରିସ୍ଥିତିରେ ଆଫ୍ରିକା ମହାଦେଶର ମାଡାଗାସ୍କରରେ ବାସ କରୁଥିବା ହଜାର ହଜାର ଲୋକ ଜଙ୍ଗଲୀ ଘାସ ପତ୍ର ଏବଂ ଝିଣ୍ଟିକା ଖାଇ ଭୋକ ମେଣ୍ଟାଉଛନ୍ତି। ମାଡାଗାସ୍କରରେ ଲଗାତର ମରୁଡ଼ି ଏବଂ ଧୂଳିଝଡ଼ ଯୋଗୁ ବ୍ୟାପକ ଫସଲ ନଷ୍ଟ ହୋଇଥାଏ। ଫଳରେ ଏଠାକାର ଲୋକେ ଅନାହାରରେ କାଳ କାଟନ୍ତି। ମିଳିତ ଜାତିସଂଘର ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ବରିଷ୍ଠ ନିର୍ଦ୍ଦେଶକ ଅମର ଦାଉଦି ଚେତାବନୀ ଦେଇଛନ୍ତି ଯେ, ମାଲାଗାସୀରେ ପିଲାମାନଙ୍କ ଜୀବନ ବିପଦରେ। ଏଠାରେ ପାଞ୍ଚ ବର୍ଷରୁ କମ୍‌ ପିଲାମାନଙ୍କ ମଧ୍ୟରେ ପୁଷ୍ଟିହୀନତା ଉଦ୍‌ବେଗଜନିତ ରହିଛି।

ମାଡାଗାସ୍କରର ଦକ୍ଷିଣ ଅଞ୍ଚଳ ମରୁଡ଼ି ଦ୍ୱାରା ଅଧିକ ପ୍ରଭାବିତ ହୋଇଛି ଏବଂ ଲୋକଙ୍କ ପାଖରେ ଖାଦ୍ୟର ଉତ୍ସ ନାହିଁ। ଏଠାରେ ଦୁର୍ଭିକ୍ଷର ଭୟ ଅଛି ବୋଲି ଦାଉଦି ଚେତାବନୀ ଦେଇଛନ୍ତି। କାରଣ ସେମାନେ ପୂର୍ବରୁ ଦୁନିଆରେ ଏପରି ପରିସ୍ଥିତି ଦେଖିନାହାନ୍ତି।

ମାଡାଗାସ୍କର ହେଉଛି ଦୁନିଆର ସବୁଠାରୁ ଗରିବ ଦେଶ। ଏଠାରେ ଲୋକମାନେ ମାଲାଗାସୀ ଏବଂ ଫରାସୀ ଭାଷା କୁହନ୍ତି। ମାଡାଗାସ୍କର ଏହାର ଅନନ୍ୟ ରଙ୍ଗୀନ ମାଟି ହେତୁ ରେଡ୍‌ ଦ୍ୱୀପ ଭାବରେ ମଧ୍ୟ ଜଣାଶୁଣା । ଅନେକ ଔଷଧୀୟ ଉଦ୍ଭିଦ ପ୍ରଜାତି ମାଡାଗାସ୍କରରେ ମିଳିଥାଏ, ଯାହା ହର୍ବାଲ ଔଷଧରେ ବ୍ୟବହୃତ ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri