ଏକଦା ସ୍ତ୍ରୀଙ୍କ ଠାରୁ ୧୦୦ ଟଙ୍କା ଧାର ନେଇଥିଲେ ଏହି ଲୋକପ୍ରିୟ ଅଭିନେତା, ପୂରା ଘଟଣା ଜାଣିଲେ

ଏକ ସମୟ ଥିଲା ଯେତେବେଳେ ବଲିଉଡରେ ସୈଫ୍‌ ଅଲ୍ଲୀ ଖାନ ଏବଂ ଅମ୍ରିତା ସିଂଙ୍କ ଯୋଡ଼ି ଚର୍ଚ୍ଚାରେ ଥିଲା । ଉଭୟେ ୧୯୯୧ରେ ନିଜ ପରିବାର ବିରୋଧରେ ଯାଇ ବିବାହ ବିବାହ କରିଥିଲେ। ସୈଫ ଅମ୍ରିତାଠାରୁ ୧୨ ବର୍ଷ ସାନ। କେବଳ ଏତିକି ନୁହେଁ, ଉଭୟଙ୍କ ମଧ୍ୟରେ ଧର୍ମର ଏକ ବଡ଼ ପାର୍ଥକ୍ୟ ଥିଲା। ଅମ୍ରିତା ଶିଖ୍‌ ପରିବାରରେ ଜନ୍ମଗ୍ରହଣ କରିଥିଲେ ବେଳେ ସୈଫ୍‌ ମୁସଲମାନ୍‌ ଥିଲେ। ସୈଫଙ୍କ ପ୍ରେମରେ ପଡ଼ିବା ପରେ ଧର୍ମ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଥିଲେ ଅମ୍ରିତା। ପରେ ଉଭୟଙ୍କ ବିବାହ ହୋଇଥିଲା। ବିବାହର ୧୩ ବର୍ଷ ପରେ ଏହି ଦମ୍ପତି ଅଲଗା ହୋଇଥିଲେ। ଏକଦା ଏକାଠି ଥିଲା ବେଳେ ସୈଫ୍‌ ଅମୃତାଙ୍କଠାରୁ ୧୦୦ ଟଙ୍କା ଧାର ନେଇଥିଲେ। ସିମି ଗରଓ୍ବୋଲଙ୍କ ଏକ ଚାଟ୍‌ ଶୋରେ ଅମ୍ରିତା କହିିଥିଲେ,‘ଥରେ ସୈଫ୍‌ ମୋ ଘରକୁ ଆସି ଦୁଇଦିନ ରହିଥିଲେ। ପରେ ତାଙ୍କୁ ଶୁଟିଂ ପାଇଁ ଯିବାକୁ ପଡିଲା, କିନ୍ତୁ ତାଙ୍କ ପାଖେ ଟଙ୍କାଟିଏ ମଧ୍ୟ ନ ଥିଲା। ତେଣୁ ସେ ମୋତେ ୧୦୦ ଟଙ୍କା ଉଧାର ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri