ନିଜଠୁ ୧୨ ବର୍ଷ ସାନଙ୍କୁ ଜୀବନସାଥୀ ରୂପେ ବାଛିଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: ଏବେ ଉଭୟ ଅଲଗା

କୁହାଯାଏ ଯେ, ପ୍ରେମ ବୟସ କିମ୍ବା ରୂପ ଦେଖେ ନାହିଁ । ଧର୍ମର ହେଉ କିମ୍ବା ବୟସର ବ୍ୟବଧାନ, ପ୍ରେମ ଏସବୁର ଶୀର୍ଷରେ। ବଲିଉଡର ସେଲିବ୍ରିଟିଙ୍କ ଏଥିରୁ ବାଦ୍‌ ପଡ଼ି ନାହାନ୍ତି। ଏପରି ଜଣେ ଲୋକପ୍ରିୟ ଅଭିନେତ୍ରୀ ଅଛନ୍ତି ଯିଏ ନିଜଠୁ ୧୨ ବର୍ଷ ସାନ ଜୀବନସାଥୀ ବାଛିଛନ୍ତି ଜାଣନ୍ତୁ ସେ ସମ୍ପର୍କରେ …

ଅଭିନେତ୍ରୀ ଅମୃତା ସିଂ ୮୦ ଏବଂ ୯୦ ଦଶକରେ ବଲିଉଡରେ ଡେବ୍ୟୁ କରିଥିଲେ। ସେ ଶିଖ୍‌ ପରିବାରରେ ଜନ୍ମଗ୍ରହଣ କରିଥିଲେ ହେଁ ଯେତେବେଳେ ସୈଫ ଅଲ୍ଲୀ ଖାଁଙ୍କ ପ୍ରେମରେ ପଡ଼ିଲେ, ଧର୍ମ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଥିଲେ। ସୈଫଙ୍କ ପରିବାର ଏହି ବିବାହ ବିରୋଧରେ ଥିଲେ ମଧ୍ୟ ସେ ନିଜଠାରୁ ୧୨ ବର୍ଷ ବଡ଼ ଅମୃତାଙ୍କୁ ବିବାହ କରିଥିଲେ। ଅମୃତା ବିବାହ ପାଇଁ ଏକ ନିର୍ଦ୍ଦିଷ୍ଟ ଧର୍ମ ଗ୍ରହଣ କରିଥିଲେ। ବିବାହର ୧୩ ବର୍ଷ ପରେ ଏହି ଦମ୍ପତି ଅଲଗା ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

ଦୁଃଖ ବଖାଣିଲେ ମାନୁଷୀ ଛିଲ୍ଲର: ମୋତେ ବି ୨ଥର….

ନିଟ୍‌ ପେପର ଲିକ ପ୍ରସଙ୍ଗ ବିରୋଧରେ ଚାଲିଥିବା ଛାତ୍ର ପ୍ରତିବାଦକୁ ଅଭିନେତ୍ରୀ ମାନୁଷୀ ଛିଲ୍ଲର ମଧ୍ୟ ସମର୍ଥନ କରିଛନ୍ତି। ସେ ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏ ବିଷୟରେ…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri