ସିବିଆଇ ହାତରେ ପୋଷ୍ଟାଲ ଇନ୍ସପେକ୍ଟର

ସୁନ୍ଦରଗଡ଼,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ ମୁଖ୍ୟ ଡାକଘରର ଇନ୍ସପେକ୍ଟର ଉଜ୍ଜ୍ବଳ କୁମାର ଲାଞ୍ଚ ନେଇ ସୋମବାର ସିବିଆଇ ହାତରେ ଧରାପଡିଛନ୍ତି। ଗ୍ରାମୀଣ ଡାକ ସେବକ ବିକାଶ କିସ୍‌ପଟ୍ଟାଙ୍କ ବକେୟା ଦରମା ବିଲ୍‌ କରିବା ପାଇଁ ଇନ୍ସପେକ୍ଟର ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏ ସମ୍ପର୍କରେ ବିକାଶ ଭୁବନେଶ୍ବର ସିବିଆଇ ଟିମ୍‌କୁ ଜଣାଇଥିଲେ। ଯୋଜନା ମୁତାବକ ସିବିଆଇ ଟିମ୍‌ ସେଠାରେ ପୂର୍ବରୁ ଜଗି ରହିଥିଲେ। ସୋମବାର ଇନ୍ସପେକ୍ଟର ବିକାଶଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଧରାପଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଗୁମର ଖୋଲିଲେ ଆର୍ଯ୍ୟବୀର ସେହ୍ବାଗ: ଯନ୍ତ୍ରଣାରେ ଛଟପଟ ହେଉଥିଲେ….

ନୂଆଦିଲ୍ଲୀ,୧୭।୧୧: କ୍ରିକେଟ ପଡ଼ିଆରେ ଲଢ଼େଇ କେବଳ ବ୍ୟାଟ ଓ ବଲ୍‌ରେ ହୁଏ ନାହିଁ, ବେଳେବେଳେ ମନୋବଳ ଓ ଈଶ୍ୱରଙ୍କ ଉପରେ ବିଶ୍ୱାସ ମଧ୍ୟ ବଡ଼ ଭୂମିକା ନିଭାଇଥାଏ।…

ଜୀବନ୍ତ ଫେରି ନ ପାରେ: ଇମ୍ରାନ୍‌ ଖାନ୍‌

ଇସ୍‌ଲାମାବାଦ,୧୭ା୧୧(ପି.ଟି.): ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଦେଶର ପ୍ରଧାନ ବିଚାରପତି ଏବଂ ଅନ୍ୟ ମୁଖ୍ୟ ବିଚାରପତିମାନଙ୍କୁ ଏକ ଖୋଲା ଚିଠି ଲେଖି ତାଙ୍କ…

ମା’ଙ୍କ ପୁସ୍ତକ ଉନ୍ମୋଚନ ବେଳେ ରାହୁଲ ଭାବବିହ୍ବଳ

ନୂଆଦିଲ୍ଲୀ,୧୭ା୧୧: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ଲିଖିତ ଜୀବନୀ ପୁସ୍ତକ ‘ବିଲଙ୍ଗିଙ୍ଗ୍‌: ଏ ଜର୍ନି ଅଫ୍‌ ଲଭ୍‌’ର ଆନୁଷ୍ଠାନିକ ଉନ୍ମୋଚନ ସୋମବାର ନୂଆଦିଲ୍ଲୀରେ ହୋଇଛି। ଏହି କାର୍ଯ୍ୟକ୍ରମରେ…

ଆଜି ଭୀଷଣ ବାତ୍ୟା: ୨୦ରେ ସ୍ଥଳଭାଗ ଛୁଇଁବ, ଏହି ଦିନଠାରୁ ବଢିବ ବର୍ଷା

ଭୁବନେଶ୍ୱର, ୧୭ା୧୧(ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ। ଆଗାମୀ କିଛି ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବା ସହ ୧୭ ତାରିଖ ସା ସୁଦ୍ଧା…

ଜିଲାପାଳଙ୍କ ଜନ ଅଭିଯୋଗ ଶୁଣାଣି: ମାତ୍ର ୯୦ଟି ଅଭିଯୋଗରେ ସୀମିତ, ପ୍ରଚାର ଅଭାବ ନା ସମାଧାନ ଉପରୁ ତୁଟିଲାଣି ଭରସା

ଥୁଆମୂଳ ରାମପୁର, ୧୬।୧୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ତଥା ଆଦିବାସୀ ବହୁଳ ଥୁଆମୂଳ ରାମପୁର ବ୍ଲକ ବୈଠକ ସଭା ଗୃହ ଠାରେ ସୋମବାର…

ଆଦର୍ଶ ଶିକ୍ଷକ ସୁନ୍ଦର ମୋହନ ସିଂ ସମ୍ବର୍ଦ୍ଧିତ: ସମାଜ ପ୍ରତି ଅବଦାନକୁ ପ୍ରଶଂସା

ମହାକାଳପଡ଼ା,୧୬।୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀସ୍ଥିତ ପ୍ରେମଚାନ୍ଦ ବିଦ୍ୟାପୀଠର ପ୍ରାକ୍ତନ ଛାତ୍ର ତଥା ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରପ୍ରାପ୍ତ ଆଦର୍ଶ ଶିକ୍ଷକ ସୁନ୍ଦର…

ଅମିତାଭ, ଅଭିଷେକ ବଚ୍ଚନଙ୍କୁ ହତ୍ୟା ଧମକ, ଦିଆଗଲା ଏଭଳି ଚେତାବନୀ

ମୁମ୍ବାଇ,୧୬ା୧୧: ଗ୍ୟାଙ୍ଗଷ୍ଟର ଗୋଲ୍ଡି ଧିଲୋନ୍‌ଙ୍କଠାରୁ ମେଗାଷ୍ଟାର ଅମିତାଭ ବଚ୍ଚନ ଏବଂ ଅଭିଷେକ ବଚ୍ଚନଙ୍କୁ ହତ୍ୟା ଧମକ ମିଳିଛି। ନିକଟରେ ଦିଲ୍ଲୀ ପୋଲିସ ଗୋଲ୍ଡି ଗ୍ୟାଙ୍ଗ୍‌ର ୨ ସଦସ୍ୟ…

ପୁଣି ବାତ୍ୟା ଆଶଙ୍କା: ଅଞ୍ଚଳବାସୀଙ୍କ ବଢିଲା ଚିନ୍ତା

ଭଞ୍ଜନଗର, ୧୬।୧୧ (ବାବୁଲା ପ୍ରଧାନ): ଗତ ଅକ୍ଟୋବର ୨୮ ଓ ୨୯ ତାରିଖରେ ଗଞ୍ଜାମ ଜିଲାରେ ସଂଘଟିତ ଭୟାବହ ବନ୍ୟାରୁ ଭଞ୍ଜନଗର ଜଳସମ୍ପଦ ବିଭାଗ କିଛି ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?