ଆସିଲା ବ୍ୟବଚ୍ଛେଦ ରିପୋର୍ଟ, ଶ୍ୱାସରୁଦ୍ଧ ଯୋଗୁ ହୋଇଛି ମୃତ୍ୟୁ

ଭୁବନେଶ୍ୱର,୨।୯(ବ୍ୟୁରୋ): ଭୁବନେଶ୍ୱର ଖାରବେଳନଗର ଥାନା ଅନ୍ତର୍ଗତ ଶାସ୍ତ୍ରୀନଗରର ଶୁଭଶ୍ରୀ ମହାପାତ୍ରଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶ୍ୱାସରୁଦ୍ଧ ଯୋଗୁ ମୃତ୍ୟୁ ହୋଇଥିବା ନେଇ  ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଏହି ଘଟଣାକୁ ୩ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ଖୋଳତାଡ କରୁଛି। ଏପରିକି ଶୁଭଶ୍ରୀଙ୍କ କଲ୍‌ ଡିଟେଲ୍ସ ରିପୋର୍ଟରୁ ପୋଲିସ କିଛି ତଥ୍ୟ ମିଳିଥିଲା। ମୃତ୍ୟୁ ପୂର୍ବରୁ ଶୁଭଶ୍ରୀ ୭ରୁ ଅଧିକ କଲ୍‌ କରିଥିଲେ। ଆଉ ଉଭୟଙ୍କ ମଧ୍ୟରେ ୨୭ ସେକେଣ୍ଡର କଥାବାର୍ତ୍ତା ହୋଇଥିଲା। ପୋଲିସକୁ ଏଭଳି ପ୍ରମାଣ ମିଳିବା ପରେ ଉକ୍ତ ଯୁବକଙ୍କୁ ଥାନାକୁ ଆଣି ପଚରାଉଚରା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଗଦ୍ୱାରରେ ନାଟ୍ୟକାର ବିଜୟ ମିଶ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ ଅଫିସ, ୨୭ା୪: ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ, କାହାଣୀକାର, ସଂଳାପ ଲେଖକ ତଥା ନାଟ୍ୟକାର ଡ. ବିଜୟ ମିଶ୍ରଙ୍କ ଶେଷକୃତ୍ୟ ସୋମବାର ସ୍ବର୍ଗଦ୍ୱାରରେ ସମ୍ପନ୍ନ ହୋଇଛି।...

୨୦୨୨ ସୁଦ୍ଧା ୨୧୨ ପଞ୍ଚାୟତରେ ପାର୍କ

ଢେଙ୍କାନାଳ ଅଫିସ, ୨୨ ।୩ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ଓ୍ବାନ୍‌ ଭିଡିଓ କନ୍‌ଫରେନ୍ସ ହଲ୍‌ରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ କୋଭିଡ୍‌ ସ୍ଥିତି ଏବଂ...

ଦିଆସରିଲାଣି ୬ କୋଟି ୩ ଲକ୍ଷ ୯୬ ହଜାର ଡୋଜ୍‌

ଭୁବନେଶ୍ୱର,୨୨।୨(ବ୍ୟୁରୋ): ରାଜ୍ୟରେ ଟିକାକରଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ୬ କୋଟି...

ଭୁବନେଶ୍ୱରରେ ଗଡ଼ିବନି ରଥ

ଭୁବନେଶ୍ୱର,୨୨ା୬(ବ୍ୟୁରୋ)- କରୋନା ପାଇଁ ଭୁବନେଶ୍ୱରରେ ଏଥର ଗଡ଼ିବନି ରଥ। ମାଉସୀ ଘର ଯିବେନି ଠାକୁର। ମନ୍ଦିର ପରିସରରେ ଅସ୍ଥାୟୀ ଜନ୍ମବେଦୀ କରାଯାଇ ସମସ୍ତ ନୀତିକାନ୍ତି ସମ୍ପନ୍ନ...

ବରିଷ୍ଠ ସାମ୍ବାଦିକ ଦିଲୀପଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଭୁବନେଶ୍ୱର,୯।୯(ବ୍ୟୁରୋ) : ବରିଷ୍ଠ ସାମ୍ବାଦିକ ଦିଲୀପ ଶତପଥୀଙ୍କ ରବିବାର ବିଳମ୍ବିତ ରାତିରେ ହୃଦ୍‌୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା।...

ଓଡ଼ିଶାକୁ ବିଶେଷ କ୍ଷତି ନାହିଁ: ଆଇଏମ୍‌ଡି

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଅସାନି’। ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହୋଇଛି । ହେଲେ ଏହାର ପ୍ରଭାବରେ ଓଡ଼ିଶାରେ ବିଶେଷ କ୍ଷତି ଘଟିବନି...

କୁପୋଷଣର ଶିକାର ୩ ଶିଶୁ

କଟକ ଅଫିସ,୨୯ା୭: ରୌପ୍ୟ ନଗରୀ କଟକ ସହରରେ ଯାଜପୁର ଜିଲାର ନଗଡ଼ା ପରି ଦୃଶ୍ୟ ଦେଖିବାକୁ ମିଳିଛି। ୩ଶିଶୁ ଭୋକ ଓପାସରେ ଆଉଟୁପାଉଟୁ ହେଉଥିବାବେଳେ ଆଖିରୁ...

ଜେଲରେ ବିସ୍ଫୋରକ ରୂପ ନେବ କରୋନା

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଓଡ଼ିଶା ଜେଲ୍‌ରେ ପଶିଲାଣି ମହାମାରୀ କରୋନା। ପୁରୀ, ରାଉରକେଲା ଓ ବ୍ରହ୍ମପୁର ଜେଲ୍‌ର ୧୦ କଏଦୀଙ୍କଠାରେ କୋଭିଡ୍‌-୧୯ ପଜିଟିଭ୍‌ ଠାବ ପରେ ଜେଲ୍‌ରେ ଏବେ...

Advertisement
Archives

Model This Week