ନବଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟରୁ ଜଣାପଡିଲା ସାଂଘାତିକ କଥା, ନବ ଜୀବିତ ଥିଲେ…

ଭୁବନେଶ୍ୱର,୨୧।୧: ନବ ଦାସ ହତ୍ୟାକାଣ୍ଡକୁ ନେଇ ଏବେ ରାଜ୍ୟ ରାଜନୀତି ଏବେ ଜୋର ଧରିଛି। ବର୍ତ୍ତମାନ ନବଙ୍କର ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଭିନ୍ନ ଭିନ୍ନ ମିଳିଛି। ଯାହାକୁ ନେଇ ପ୍ରଶ୍ନ ଉଠିଛି।

ରିପୋର୍ଟ ଅନୁସାରେ ୨୯ ତାରିଖ ରାତି ୧୦ଟା ୪୫ରେ ପୋଷ୍ଟମର୍ଟମ ହୋଇଥିଲା। ପୋଷ୍ଟମର୍ଟମର ୬ ଘଣ୍ଟା ମଧ୍ୟରେ ମୃତ୍ୟୁ ଘଟିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସୂଚନା ଅନୁସାରେ ୨୯ ତାରିଖ ଦିନ ୧୨ଟା ୧୫ରେ ନବଙ୍କୁ ଗୁଳି କରାଯାଇଥିଲା। ଘଟଣା ପରେ ତାଙ୍କୁ ତୁରନ୍ତ ଝାରସୁଗୁଡ଼ା, ସେଠାରୁ ଆପୋଲୋ ଅଣାଯାଇଥିଲା। ଏୟାରଲିଫ୍ଟ କରାଯାଇ ଝାରସୁଗୁଡ଼ାରୁ ଆପୋଲୋ ଅଣାଯାଇଥିଲା। ବର୍ତ୍ତମାନ ଆପୋଲୋରେ ପହଞ୍ଚିବା ପରେ ନା ପହଞ୍ଚିବା ପୂର୍ବରୁ ମୃତ୍ୟୁ ତାକୁ ନେଇ ପ୍ରଶ୍ନ ଉଠିଛି। ରିପୋର୍ଟରେ ତଥ୍ୟ ଭିନ୍ନଭିନ୍ନ ଥିବା ଏବେ ସନ୍ଦେହକୁ ଆହୁରି ବଢାଉଛି।

କ’ଣ ଆପୋଲୋ ହସ୍ପିଟାଲ ପହଞ୍ଚିବା ବେଳକୁ ନବ ଦାସ ଜୀବିତ ଥିଲେ? ହୃତପିଣ୍ଡ ବ୍ୟାପକ କ୍ଷତିଗ୍ରସ୍ତରୁ ମୃତ୍ୟୁ ଘଟିଥିବା ରିପୋର୍ଟରେ ଉଲ୍ଲେଖ ରହିଛି। କିନ୍ତୁ ଚିକିତ୍ସା ଚାଲିଥିବାବେଳେ ହସ୍ପିଟାଲରେ ମୃତ୍ୟୁ ଘଟିଥିବା କ୍ରାଇମବ୍ରାଞ୍ଚ କହୁଛି। ଏଭଳି ଭିନ୍ନ ଭିନ୍ନ ରିପୋର୍ଟ ଯୋଗୁଁ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri