ମୁକୁଳା ପଡ଼ିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ରାଉରକେଲା ଅଫିସ,୧୪।୪: ରାଉରକେଲା ସହରକୁ ବିଦ୍ୟୁତ୍‌ ଯୋଗାଣକୁ ସୁଗମ କରିବା ପାଇଁ ବିଭିନ୍ନ ସ୍ଥାନରେ ଟ୍ରାନ୍ସଫର୍ମର ଲାଗିଛି। କିନ୍ତୁ ଏହି ଟ୍ରାନ୍ସଫର୍ମର ଗୁଡିକ ମୁକୁଳା ପଡିଥିବାରୁ ବିପଦ ଆଶଙ୍କା ସୃଷ୍ଟି ହୋଇଛି।
ସୂଚନା ଅନୁସାରେ, ରାଉରକେଲାର ପିସିଆଇ ଛକ ନିକଟବର୍ତ୍ତୀ ଓଭରବ୍ରିଜ ତଳ, ବ୍ରାହ୍ମଣୀସେତୁ ନିକଟ ଓ ବିରଜାପାଲି ନୂତନ ସିଭିଲ କୋର୍ଟ ସମ୍ମୁଖରେ ଥିବା ଟ୍ରାନ୍ସଫର୍ମର ମୁକୁଳା ଅବସ୍ଥାରେ ରହିଛି। ଏହିସବୁ ସ୍ଥାନେରେ ପାଚେରୀ ନ ଥିବାରୁ ଯେକୌଣସି ସମୟରେ ବିପଦର ଆଶଙ୍କା ରହିଛି। ସେହିପରି ଏଡିଏମ୍‌ ଅଫିସକୁ ଯାଇଥିବା ରାସ୍ତାରେ ବିଦ୍ୟୁତ୍‌ ଖୁଣ୍ଟ ଢଳିପଡିଛି। ବିଭାଗୀୟ କର୍ତ୍ତୃପକ୍ଷ ଏ ଦିଗରେ ବିହିତ ପଦେକ୍ଷେପ ନେବାକୁ ଦାବି ହେଉଛି। ପିସିଆଇ ଛକ ଓଭରବ୍ରିଜ୍‌ ନିକଟ ଟ୍ରାନ୍ସଫର୍ମର ଓ ବ୍ରାହ୍ମଣସେତୁ ନିକଟ ବିଦ୍ୟୁତ୍‌ ଖୁଣ୍ଟ ସମ୍ପର୍କରେ କଲୁଙ୍ଗା ବିଦ୍ୟୁତ୍‌ ବିଭାଗ ଏସ୍‌ଡିଓ ଅବିନାଶ ରଥଙ୍କୁ ପଚାରିବାରୁ ବିଭାଗୀୟ ଜେଇଙ୍କୁ ଜଣାଇ ମାଟିତଳେ ପୋତି ହୋଇଥିବା ଟ୍ରାନ୍ସଫର୍ମର ଓ ଢଳି ରହିଥିବା ବିଦ୍ୟୁତ୍‌ ଖୁଣ୍ଟକୁ ମରାମତି କରାଯିବ ବୋଲି କହିଥିଲେ। ସେହିପରି ଉଦିତନଗର ବିଦ୍ୟୁତ୍‌ ବିଭାଗ ଏସ୍‌ଡିଓ ମନୋରଞ୍ଜନ ସାହୁଙ୍କୁ ପଚାରିବାରୁ ସେ କହିଲେ, ବିରଜାପାଲି ଟ୍ରାନ୍ସଫର୍ମର ପୋଲ ଉପରେ ରହିଛି। ଏଣୁ ପାଚେରି ନିର୍ମାଣ କରାଯାଉନାହିଁ। ଯଦି ଏହା ସମସ୍ୟା ସୃଷ୍ଟି କରୁଛି ତେବେ ବିଭାଗୀୟ ଉଚ୍ଚକର୍ତ୍ତୃପକ୍ଷଙ୍କୁ ଜଣାଇ ପାଚେରି ନିର୍ମାଣ ପାଇଁ ବିହିତ ପଦକ୍ଷେପ ନିଆଯିବ ବୋଲି ସାହୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri