ନଦୀ ତୁଠରେ ପଡ଼ିରହିଛି କୁଡ଼କୁଡ଼ ବ୍ୟବହୃତ ପିପିଇ କିଟ୍‌

ବାରିପଦା ଅଫିସ, ୧୪।୫: ମୟୂରଭଞ୍ଜ ଜିଲା ବାରିପଦା ସହରର ୱାର୍ଡ ନଂ.୧୪ କବରଖାନା ନିକଟରେ ଦେଇ ଯାଇଥିବା ସରାଳି ନଦୀ ଗାଧୁଆ ତୁଠରେ ପଡ଼ିରହିଛି କୁଡକୁଡ ବ୍ୟବହୃତ ପିପିଇ କିଟ୍‌ ଏବଂ ଗ୍ଲୋଭ୍‌ସ। ଏହି ନଦୀ ଉପରେ ପ୍ରତ୍ୟେହ ଶତାଧିକ ଲୋକ ନିର୍ଭର କରିଥାନ୍ତି। ଏଭଳି ସ୍ଥିତିରେ ପିପିଇ କିଟ୍‌ ବ୍ୟବହାର କରି ଦାୟିତ୍ୱହୀନ ଭାବେ ଏଣେ ତେଣେ ପିଙ୍ଗି ଦିଆଯିବା ନିନ୍ଦନୀୟ। ବାରିପଦାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲଗାତାର ଭାବେ ବୃଦ୍ଧି ପାଉଛି। ତେବେ ବ୍ୟବହୃତ ପିପିଇ କିଟ୍‌ ନଦୀ ତୁଠ, ରାସ୍ତା କଡ଼ରେ ମିଳିବା କରୋନା ସଂକ୍ରମଣ ହେବାର ଆଶଙ୍କା କରି ସହରବାସୀ ଭୟଭୀତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳୀ ପାଇଁ ଜୟପୁରରେ ଫୁଲ, ବାଣ ବଜାର

ଜୟପୁର,୨୭ା୧୦(ଡି.ଏନ୍‌.ଏ.): ଦୀପାବଳି ପାଇଁ ଜୟପୁର ସହରର ବଜାର ଚଳଚଞ୍ଚଳ ହୋଇଛି ା ରବିବାର ଦୀପାବଳି ପର୍ବ ପାଳନ ଲାଗି ସହରର ଦୈନିକ ବଜାର ମୁଖ୍ୟରାସ୍ତାରେ ମଣ୍ଡା,...

ରାଇସ ମିଲ୍‌ ବିମ୍‌ ପଡ଼ି ୨ ଶ୍ରମିକଙ୍କ ଜୀବନ ଗଲା

ନୟାଗଡ଼ ଅଫିସ,୧୬ା୧: ନୟାଗଡ଼ ଜିଲା ଓଡ଼ଗାଁ ଥାନା ଅନ୍ତର୍ଗତ ରୋହିବାଙ୍କସ୍ଥିତ ଏକ ରାଇସ୍‌ ମିଲ୍‌ରେ ଅଘଟଣ ଘଟିଛି। ବିମ୍‌ ପଡ଼ିବାରୁ ୨ ଶ୍ରମିକଙ୍କ ଜୀବନ ଯାଇଛି।...

ଗୁରୁତର ଅବସ୍ଥାରେ ବ୍ୟବସାୟୀ ଉଦ୍ଧାର, ଦୁର୍ଘଟଣା ନା ହତ୍ୟା ଉଦ୍ୟମ ସେନେଇ ଚର୍ଚ୍ଚା

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବ୍ରାହ୍ମଣୀଗାଁ-ଦାରିଙ୍ଗବାଡ଼ି ରାସ୍ତାର ଏକ ଘାଟିରେ ଜଣେ ବ୍ୟବସାୟୀଙ୍କୁ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରିଛି। ସେ ହେଲେ...

ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି: ଗୁରୁତର ରୋଗୀଙ୍କୁ ନ ଫେରାଇବାକୁ ନିର୍ଦ୍ଦେଶ, ଖିଲାପକଲେ ରେଜିଷ୍ଟ୍ରେଶନ ରଦ୍ଦ

ଭୁବନେଶ୍ୱର,୨।୫(ବ୍ୟୁରୋ): ସ୍ବାସ୍ଥ୍ୟସେବା ନିର୍ଦ୍ଦେଶାଳୟ ପକ୍ଷରୁ ଶନିବାର ଘରୋଇ ହସ୍ପିଟାଲଗୁଡ଼ିକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । ବିଭିନ୍ନ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ସେବା ଯୋଗାଇଦେବାରେ କିଛି ହସ୍ପିଟାଲ...

ବେଆଇନ ବାଣ କାରଖାନାରେ ଚଢ଼ାଉ : ୭୦ ଲକ୍ଷ ଟଙ୍କାର ବାଣ ଜବତ

ଆସିକା,୭ା୧୧(ଡି.ଏନ୍‌.ଏ.)-ଆସିକା-ବ୍ରହ୍ମପୁର ୫୯ନଂ. ଜାତୀୟ ରାଜପଥ ପାର୍ଶ୍ୱ ନଳବଣ୍ଟା ଗ୍ରାମରେ ଚାଲିଥିବା ବେଆଇନ ବାଣ କାରଖାନା ଉପରେ ଶନିବାର ଆସିକା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର...

ଡାକ୍ତରଙ୍କ ବଦଳି ବାତିଲ ଦାବିରେ ବିକ୍ଷୋଭ

ବଇଣ୍ଡା, ୨୬ା୯(ଡି.ଏନ.ଏ.) – କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଚିତ୍ତରଞ୍ଜନ ସାହୁଙ୍କୁ ବୁଧବାର ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଠାକୁରଗଡ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ସପ୍ତାହକୁ ୩...

୨୦୨୨ରୁ ପୁରୀରୁ ଉଡ଼ିବ ବିମାନ

ପୁରୀ ଅଫିସ,୪ା୭: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ୨୦୨୨ରୁ ପୁରୀରୁ ବିମାନ ଉଡ଼ିବା ନେଇ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୁରୀକୁ ଦେଶ...

ସ୍ବଚ୍ଛ ସର୍ବେକ୍ଷଣରେ ବିଏମ୍‌ସିର କ୍ରମାଗତ ଖରାପ ପ୍ରଦର୍ଶନ: ରାଜ୍ୟର ୫ ସହର ତଳେ ଭୁବନେଶ୍ୱର

ଭୁବନେଶ୍ୱର, ୪ା୧(ବ୍ୟୁରୋ): ସ୍ବଚ୍ଛ ସର୍ବେକ୍ଷଣ ସର୍ଭେରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କ୍ରମାଗତ ଭାବେ ଖରାପ ପ୍ରଦର୍ଶନ କରିବା ପରେ ଆଗକୁ ଭଲ ପ୍ରଦର୍ଶନ ନିମନ୍ତେ...

Advertisement
Archives

Model This Week