ନଦୀ ତୁଠରେ ପଡ଼ିରହିଛି କୁଡ଼କୁଡ଼ ବ୍ୟବହୃତ ପିପିଇ କିଟ୍‌

ବାରିପଦା ଅଫିସ, ୧୪।୫: ମୟୂରଭଞ୍ଜ ଜିଲା ବାରିପଦା ସହରର ୱାର୍ଡ ନଂ.୧୪ କବରଖାନା ନିକଟରେ ଦେଇ ଯାଇଥିବା ସରାଳି ନଦୀ ଗାଧୁଆ ତୁଠରେ ପଡ଼ିରହିଛି କୁଡକୁଡ ବ୍ୟବହୃତ ପିପିଇ କିଟ୍‌ ଏବଂ ଗ୍ଲୋଭ୍‌ସ। ଏହି ନଦୀ ଉପରେ ପ୍ରତ୍ୟେହ ଶତାଧିକ ଲୋକ ନିର୍ଭର କରିଥାନ୍ତି। ଏଭଳି ସ୍ଥିତିରେ ପିପିଇ କିଟ୍‌ ବ୍ୟବହାର କରି ଦାୟିତ୍ୱହୀନ ଭାବେ ଏଣେ ତେଣେ ପିଙ୍ଗି ଦିଆଯିବା ନିନ୍ଦନୀୟ। ବାରିପଦାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲଗାତାର ଭାବେ ବୃଦ୍ଧି ପାଉଛି। ତେବେ ବ୍ୟବହୃତ ପିପିଇ କିଟ୍‌ ନଦୀ ତୁଠ, ରାସ୍ତା କଡ଼ରେ ମିଳିବା କରୋନା ସଂକ୍ରମଣ ହେବାର ଆଶଙ୍କା କରି ସହରବାସୀ ଭୟଭୀତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଳ କରିବା ବେଳେ ଓଲଟିଲା ଟ୍ରାକ୍ଟର, ଚାପିହୋଇ ଚାଳକ ମୃତ

ମାଥିଲି, ୧୭ା୭: ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଚାଉଳମେନ୍ଦି ପଞ୍ଚାୟତ ଅଧୀନ ମଇଲିଗୁଡା ଗ୍ରାମରେ ଜଣେ ବ୍ୟକ୍ତି ଟ୍ରାକ୍ଟର ଦ୍ୱାରା ଚାଷ ଜମିରେ ହଳ...

‘କରୋନା’କୁ ନେଇ ଗୁଜବ: ଶନି ମନ୍ଦିରରେ ମହିଳା ଶ୍ରଦ୍ଧାଳୁଙ୍କ ଭିଡ

କେନ୍ଦୁଝର, ୧୫ା୩ (ସ୍ବ.ପ୍ର.)-ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବା ‘କରୋନା’ ଭାଇରସକୁ ନେଇ ବିଭିନ୍ନ ସ୍ଥାନରେ କିଭଳି ଗୁଜବ ପ୍ରଚାରିତ ହେଉଛି ତାହାର ଏକ ନଜିର କେନ୍ଦୁଝର ଜିଲା...

୨୦ ଜିଲାରୁ ୧୭୩ ଆକ୍ରାନ୍ତ, ପଶ୍ଚିମବଙ୍ଗରୁ ଫେରିଥିବା ଆଉ ୧୩ ଯବାନ ସଂକ୍ରମିତ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ରାଜ୍ୟରେ ନୂଆ ସଂକ୍ରମିତ ୧୮୬ଜଣଙ୍କ ମଧ୍ୟରୁ ୧୭୩ଜଣ ୨୦ ଜିଲାର। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧାର ୨୧, ଝାରସୁଗୁଡ଼ାର ୨, କେନ୍ଦୁଝରର ୧୧, ଯାଜପୁରର ୧୨,...

ନବୀନଙ୍କ ଶପଥ ଉତ୍ସବ ପୂର୍ବରୁ ଚଳଚଞ୍ଚଳ ପ୍ରଦର୍ଶନୀ ପଡ଼ିଆ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ୫ମ ଥର ଲାଗି ବିଜେଡି ସରକାର ଗଠନ କରିବାକୁ ଯାଉଛି। ତେବେ ପ୍ରଥମ ଥର ଲାଗି ରାଜଭବନ ବାହାରେ ଅର୍ଥାତ୍‌ ଭୁବନେଶ୍ୱରର ପ୍ରଦର୍ଶନୀ...

ଚାଇନା ସାମଗ୍ରୀ ବର୍ଜନ ପାଇଁ ଆହ୍ବାନ, ସ୍ବଦେଶୀ ସାମଗ୍ରୀ ବିକିବାକୁ ଅନୁରୋଧ

ଭଦ୍ରକ ଅଫିସ,୧୮ା୬: ସୀମାରେ ଚାଇନା-ଭାରତ ସଂଘର୍ଷ ପରେ ଦେଶବ୍ୟାପୀ ଆଲୋଡ଼ନ ଖେଳିଯାଇଛି। ସଂଘର୍ଷରେ ଭାରତର ଯବାନମାନେ ଶହୀଦ ହେବା ପରେ ଚାଇନା ବିରୋଧରେ ଅସନ୍ତୋଷ ବଢ଼ିବାରେ...

୯ରେ ସ୍ବଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୮।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ଶନିବାର ଭୁବନେଶ୍ୱର ଏକାମ୍ର କ୍ଷେତ୍ରରେ ସ୍ବଚ୍ଛ ବିନ୍ଦୁ...

ପୋଲିସ ପରିଚୟଦେଇ ମହିଳାଙ୍କଠାରୁ ସୁନା ଅଳଙ୍କାର ଲୁଟ୍‌

ପୁରୀ ଅଫିସ,୧୪।୧୦: ନିଜକୁ ପୋଲିସ ପରିଚୟ ଦେଇ ୨ ଯୁବକ ମହିଳାଙ୍କଠାରୁ ସୁନାଅଳଙ୍କାର ଲୁଟି ନେଇଛନ୍ତି। ଘଟଣାଟି ଘଟିଛି ପୁରୀ ଜିଲା ସିଟି ଡିଏସ୍‌ପିଙ୍କ ଅଫିସଠାରୁ...

ବୈରୀ ଷ୍ଟେଶନ୍‌ରେ ରହିଲା କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର

ଛତିଆ,୧।୨(ଡି.ଏନ୍‌.ଏ.): ବୈରୀ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ସଫଳ ହୋଇଛି। ଶୁକ୍ରବାରଠାରୁ ବୈରୀ ଷ୍ଟେଶନରେ କେନ୍ଦୁଝର, ଭୁବନେଶ୍ୱର ପାସେଞ୍ଜର ଟ୍ରେନ୍‌ ରହଣୀ ହୋଇଛି। ଉଭୟ ପଟୁ...

Advertisement


Archives

Model This Week

Why Dharitri