Posted inଖେଳ

ବୀରେନ୍ଦ୍ର ସେହ୍ବାଗଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୮।୧୦: ଟି -୨୦ ବିଶ୍ୱକପ ୨୦୨୧ ଏବେ ଏକ ରୋମାଞ୍ଚକ ସ୍ଥିତିରେ ପହଞ୍ଚିଛି। ଏହି ଟୁର୍ନାମେଣ୍ଟର ସୁପର ୧୨ ଲିଗରେ ପ୍ରତ୍ୟେକ ଦଳ ସେମିଫାଇନାଲରେ ସ୍ଥାନ ପାଇବାକୁ କଠିନ ଚେଷ୍ଟା କରୁଛନ୍ତି। ପାକିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ ହାରିବା ପରେ ଭାରତ ଏବେ ନ୍ୟୁଜିଲାଣ୍ଡ ବିପକ୍ଷରେ ନିଶ୍ଚିତ ବିଜୟର ଆବଶ୍ୟକତା କରୁଛି। ଏଭଳି ପରିସ୍ଥିତିରେ ଭାରତର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ କେଉଁ ଦଳ ଚଳିତ ବର୍ଷ ଟି -୨୦ ବିଶ୍ୱକପ ଟାଇଟଲ ଉଠାଇବ ଭବିଷ୍ୟବାଣୀ କରିଛନ୍ତି।
ସୋସିଆଲ ମିଡିଆରେ ସେହ୍ବାଗ ସର୍ବଦା ସକ୍ରିୟ ରୁହନ୍ତି। ସେ ଏହି ମାଧ୍ୟମ ମାଧ୍ୟମରେ ତାଙ୍କ ପ୍ରଶଂସକଙ୍କ ସହ ଯୋଡି ହୁଅନ୍ତି। ଏହି ସମୟରେ ଜଣେ ପ୍ରଶଂସକ ତାଙ୍କୁ ପଚାରିଥିଲେ ଯେ ତାଙ୍କ ଅନୁଯାୟୀ କେଉଁ ଦଳ ଚଳିତ ବର୍ଷ ଟି -୨୦ ବିଶ୍ୱକପ ଟାଇଟଲ ଜିତିବ। ଏହାର ଜବାବରେ ସେହ୍ବାଗ କୌଣସି ସମୟ ନଷ୍ଟ ନ କରି ଭାରତ ନାଁ ନେଇଥିଲେ। ମୋ ମତରେ କେବଳ ଟିମ ଇଣ୍ଡିଆ ଏହି ଟି -୨୦ ବିଶ୍ୱକପ ଟାଇଟଲ ଜିତିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିମାନବନ୍ଦରରେ ଝିଅକୁ ଛାତିରେ ଜାବୁଡି ଧରିଲେ ଅନୁଷ୍କା

ଚେନ୍ନାଇ,୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ର ସମସ୍ତ ମ୍ୟାଚ କରୋନା ଯୋଗୁ ଚଳିତ ବର୍ଷ କେବଳ ୬ଟି ସ୍ଥାନରେ ଖେଳାଯାଉଛି। ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ସ୍ଥାନ...

ଡବ୍ଲ୍ୟୁଟିସି ଚାମ୍ପିୟନ ଦଳକୁ ମିଳିବ କ’ଣ

ଦୁବାଇ, ୧୪।୬: ବହୁ ପ୍ରତୀକ୍ଷିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମ୍ୟାଚ୍‌ର...

ଫିଞ୍ଚ୍‌, ସ୍ମିଥ୍‌ଙ୍କ ଶତକ: ଅଷ୍ଟ୍ରେଲିଆ ବିଜୟୀ, ପ୍ରଥମ ଦିନିକିଆରେ ଭାରତ ପରାସ୍ତ

ସିଡନୀ, ୨୮।୧୧(ପି.ଟି.)- କରୋନା ମହାମାରୀ ଜନିତ ବ୍ରେକ୍‌ ପରେ ଭାରତୀୟ କ୍ରିକେଟ ଦଳ ଶୁକ୍ରବାର ଖେଳିଥିବା ପ୍ରଥମ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚରେ ଅଷ୍ଟ୍ରେଲିଆଠାରୁ ହାରି...

ସୋନପୁର ପ୍ରିମିୟର ଫୁଟବଲ ଲିଗ: ଯତୀନ୍‌ ଫାଇଟର ଚାମ୍ପିୟନ

ସୋନପୁର,୨୮ା୭(ନି.ପ୍ର.):ଯତୀନ୍‌ ଫାଇଟର ସୋନପୁର ପ୍ରିମିୟର ଫୁଟବଲ ଲିଗ୍‌ ଚାମ୍ପିୟନ ହୋଇଛି। ସୋନପୁର ବୁଢି ସମଲେଇ ଫୁଟବଲ କ୍ଲବ ପକ୍ଷରୁ ସ୍ଥାନୀୟ କଲେଜ ପଡିଆରେ ଚାଲିଥିବା ଲିଗ୍‌ର...

ବୁମ୍‌ରା ପାଇବେ ପଲି ଉମ୍ରିଗର ପୁରସ୍କାର

ମୁମ୍ବାଇ,୧୨।୧(ପି.ଟି.)- ଭାରତୀୟ ତରାକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ପାଇବେ ସମ୍ମାନଜନକ ପଲି ଉମ୍ରିଗର ପୁରସ୍କାର। ୨୦୧୯-୨୦ ସିଜନରେ ଅନ୍ତର୍ଜାତୀୟ କ୍ରିକେଟରେ ଆସାଧାରଣ ପ୍ରଦର୍ଶନ ପାଇଁ...

ନେଦରଲାଣ୍ଡ୍ସ ସେମିଫାଇନାଲରେ

ଭାଲେନ୍‌ସିଜ (ଫ୍ରାନ୍ସ), ୩୦ା୬ (ଏଏଫ୍‌ପି)- ନେଦରଲାଣ୍ଡ୍ସ ମହିଳା ଫୁଟ୍‌ବଲ ବିଶ୍ୱକପ୍‌ ଇତିହାସରେ ପ୍ରଥମ ଥର ସେମିଫାଇନାଲରେ ପ୍ରବେଶ କରିଛି। ଏଠାରେ ଶନିବାର ଅନୁଷ୍ଠିତ ଏକ କ୍ୱାର୍ଟରଫାଇନାଲ...

ଅବସରର ୧୧ ବର୍ଷ ପରେ ସଚିନଙ୍କୁ ୨ଥର ଭୁଲ୍‌ ଆଉଟ୍‌ ଦେଇଥିବା ସ୍ବୀକାର କଲେ ବକ୍‌ନର

ନୂଆଦିଲ୍ଲୀ, ୨୧।୬- ବିଂଶ ଶତାବ୍ଦୀରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି)ର ଶ୍ରେଷ୍ଠ ଅମ୍ପାୟରଙ୍କ ମଧ୍ୟରେ ଜାମାଇକାର ଷ୍ଟିଭ ବକ୍‌ନର ଅନ୍ୟତମ ଥିଲେ। କିନ୍ତୁ ବକ୍‌ନରଙ୍କ କେତେକ...

ଡୋପିଂ ମାମଲାରେ ବିଶ୍ୱ ଚାମ୍ପିୟନ : ନାସେର ସସ୍‌ପେଣ୍ଡ

ମୋନାକୋ, ୬ା୬ (ଏପି)- ଡୋପ୍‌ ଟେଷ୍ଟ ପାଇଁ ଉପସ୍ଥିତ ନ ରହିିବାରୁ ମହିଳା ୪୦୦ ମିଟର ବିଶ୍ୱ ଚାମ୍ପିୟନ ସାଲଓ୍ବା ଇଦ୍‌ ନାସେରଙ୍କୁ ଶୁକ୍ରବାର ସାମୟିକ...

Advertisement
Archives

Model This Week