Posted inଜାତୀୟ

ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, କହିଲେ ଭାରତ-ବିଶ୍ୱ ପାଇଁ ଏକ…

ନୂଆଦିଲ୍ଲୀ,୧ା୧: ଇଂରାଜୀ ନବବର୍ଷ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ରାଷ୍ଟ୍ରପତି ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା! ୨୦୨୫ ବର୍ଷ ସମସ୍ତଙ୍କ ପାଇଁ ଆନନ୍ଦ, ସୌହାର୍ଦ୍ଦ୍ୟ ଏବଂ ସମୃଦ୍ଧତା ଆଣୁ। ଏହି ଅବସରରେ ଆସନ୍ତୁ ଭାରତ ଏବଂ ବିଶ୍ୱ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ଅନ୍ତର୍ଭୁକ୍ତ ଏବଂ ସ୍ଥାୟୀ ଭବିଷ୍ୟତ ସୃଷ୍ଟି ପାଇଁ ମିଳିତ ଭାବରେ କାର୍ଯ୍ୟ କରିବାକୁ ଆମର ପ୍ରତିବଦ୍ଧତାକୁ ନବୀକରଣ କରିବା।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦେଶବାସୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଏହି ବର୍ଷ ସମସ୍ତଙ୍କ ପାଇଁ ନୂତନ ସୁଯୋଗ, ସଫଳତା ଏବଂ ଅସୀମ ସୁଖ ଆଣିଦେଉ। ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧିର ଆଶୀର୍ବାଦ ମିଳୁ।

ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌
କରି ଲେଖିଛନ୍ତି, ଆପଣ ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା। ଏହି ବର୍ଷ ଆପଣଙ୍କ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧତା ଏବଂ ଉତ୍ତମ ସ୍ବାସ୍ଥ୍ୟ ଆଣିଦେଉ। ଏହା ମୋର କାମନା।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri