Posted inଜାତୀୟ

ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, କହିଲେ ଭାରତ-ବିଶ୍ୱ ପାଇଁ ଏକ…

ନୂଆଦିଲ୍ଲୀ,୧ା୧: ଇଂରାଜୀ ନବବର୍ଷ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ରାଷ୍ଟ୍ରପତି ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା! ୨୦୨୫ ବର୍ଷ ସମସ୍ତଙ୍କ ପାଇଁ ଆନନ୍ଦ, ସୌହାର୍ଦ୍ଦ୍ୟ ଏବଂ ସମୃଦ୍ଧତା ଆଣୁ। ଏହି ଅବସରରେ ଆସନ୍ତୁ ଭାରତ ଏବଂ ବିଶ୍ୱ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ଅନ୍ତର୍ଭୁକ୍ତ ଏବଂ ସ୍ଥାୟୀ ଭବିଷ୍ୟତ ସୃଷ୍ଟି ପାଇଁ ମିଳିତ ଭାବରେ କାର୍ଯ୍ୟ କରିବାକୁ ଆମର ପ୍ରତିବଦ୍ଧତାକୁ ନବୀକରଣ କରିବା।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦେଶବାସୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଏହି ବର୍ଷ ସମସ୍ତଙ୍କ ପାଇଁ ନୂତନ ସୁଯୋଗ, ସଫଳତା ଏବଂ ଅସୀମ ସୁଖ ଆଣିଦେଉ। ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧିର ଆଶୀର୍ବାଦ ମିଳୁ।

ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌
କରି ଲେଖିଛନ୍ତି, ଆପଣ ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା। ଏହି ବର୍ଷ ଆପଣଙ୍କ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧତା ଏବଂ ଉତ୍ତମ ସ୍ବାସ୍ଥ୍ୟ ଆଣିଦେଉ। ଏହା ମୋର କାମନା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି।…

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍‌ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri