ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ୍‌ କଲେ ରାଷ୍ଟ୍ରପତି

ପୁରୀ,୮ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ରବିବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହୋଇଥିବା ବେଳେ ସୋମବାର ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ୍‌ କରିଛନ୍ତି। ରାଷ୍ଟ୍ରପତି ମର୍ଣ୍ଣିଂଓ୍ବାକ୍‌ କରିବା ସହ ବେଳାଭୂମିରେ କିଛି ସମୟ ବସି ସମୁଦ୍ରର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିଛନ୍ତି। ଏହା ପରେ ରାଷ୍ଟ୍ରପତି ଆଜି ଭୁବନେଶ୍ୱର ଫେରି ଖଣ୍ଡଗିରି ଏବଂ ଉଦୟଗିରି ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ । ସେହିଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରିଟ୍ କେନ୍ଦ୍ର ଉଦଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ।

ଜୁଲାଇ ୯ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର୍‌)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ

ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍‌ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର…

ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ

ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri