Posted inଜାତୀୟ

ମମତାଙ୍କୁ ଏମିତି ପ୍ରଶ୍ନ ପଚାରିଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି: ଦିଦି ଆଶ୍ଚର୍ଯ୍ୟ

କୋଲକାତା,୧୩।୯: ଲୋକସଭା ନିର୍ବାଚନ ୨୦୨୪ ପାଇଁ ଭାଜପା ସହଯୋଗୀ ଏନଡିଏ ଏବଂ ବିରୋଧୀ ଦଳ ‘ଇଣ୍ଡିଆ’ ମଧ୍ୟରେ ପ୍ରସ୍ତୁତି ଚାଲିଛି। ଏହି ସମୟରେ ‘ଇଣ୍ଡିଆ’ର ସମନ୍ବୟ କମିଟିର ପ୍ରଥମ ବୈଠକ ୧୩ ସେପ୍ଟେମ୍ବରରେ ଦିଲ୍ଲୀରେ ଅନୁଷ୍ଠିତ ହେଉଛି। ଏହି ବୈଠକର ଠିକ ପୂର୍ବରୁ ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ୱିକ୍ରମସିଂହ ଏବଂ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁବାଇ ବିମାନବନ୍ଦରରେ ଭେଟ ହୋଇଥିଲା। ଏହି ଭେଟ ସମୟରେ ମମତା ବାନାର୍ଜୀ ଶ୍ରୀଲଙ୍କା ରାଷ୍ଟ୍ରପତି ମମତା ବାନାର୍ଜୀଙ୍କୁ ଯାହା ପଚାରିଥିଲେ ତାହା ସେ ବିଶ୍ୱାସ କରିପାରି ନ ଥିଲେ।
ୱିକ୍ରମସିଂହ ମମତା ବାନାର୍ଜୀଙ୍କୁ ପଚାରିଥିଲେ, ସେ ୨୦୨୪ ନିର୍ବାଚନରେ ‘ଇଣ୍ଡିଆ’ ମିଳିତ ମେଣ୍ଟର ନେତୃତ୍ୱ ନେବେ କି? ଏହି ପ୍ରଶ୍ନ ଶୁଣି ମମତା ବାନାର୍ଜୀ ଆଶ୍ଚର୍ଯ୍ୟ ହୋଇ ହସିଲେ ଏବଂ କହିଲେ – ଓଏମ୍‌ଜି! ଯଦି ଲୋକମାନେ ଚାହାଁନ୍ତି, ଆମେ ନିଶ୍ଚିତ ଭାବରେ କ୍ଷମତାକୁ ଆସିବୁ। କିଏ ଏହାର ନେତୃତ୍ୱ ନେବ,ତାହା ବିରୋଧୀଙ୍କ ନେତୃତ୍ୱ ଉପରେ ନିର୍ଭର କରିବ। ଏହି ବାର୍ତ୍ତାଳାପର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭିଡିଓରେ ଏହି ପ୍ରଶ୍ନ ପରେ ଉଭୟ ହସୁଥିବା ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri