Posted inଜାତୀୟ

ସୁରିନାମର ରାଷ୍ଟ୍ରପତି ସାଧାରଣତନ୍ତ୍ର ଦିବସରେ ଯୋଗ ଦେବେ

ନୂଆଦିଲ୍ଲୀ,୧୦।୧: ସୁରିନାମର ଭାରତୀୟ ବଂଶୋଦ୍ଭବ ରାଷ୍ଟ୍ରପତି ଚନ୍ଦ୍ରିକାପ୍ରସାଦ ସାଣ୍ଟୋଖି ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ବାତିଲ ପରେ ସରକାର ସାଣ୍ଟୋଖିଙ୍କୁ ଅତିଥି ଭାବେ ଯୋଗଦେବା ନେଇ ଆମନ୍ତ୍ରଣ କରିଥିଲେ। ଆମନ୍ତ୍ରଣ ରକ୍ଷା କରି ସେ ସମାରୋହରେ ଯୋଗଦେବାକୁ ରାଜି ହୋଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଗତ ସପ୍ତାହରେ ଅନୁଷ୍ଠିତ ପ୍ରବାସୀ ଭାରତୀୟ ଦିବସରେ ସେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଅଭିଭାଷଣ ରଖିଥିଲେ। ଗତ ବର୍ଷ ଜୁଲାଇ ମାସରେ ସାଣ୍ଟୋଖି ସୁରିନାମର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାରମୂଳା ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ: ୨ଯବାନ ଆହତ

ବାରମୂଳା,୩୦।୭: ଜମ୍ମୁ-କଶ୍ମୀରର ବାରମୂଳା ଜିଲାରେ ଶନିବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏଥିସହ ୨ଯବାନ ଆହତ...

ତଓ୍ବାଙ୍ଗରେ ସ୍ଥାପନ ହେବ ୨୩ ନୂଆ ମୋବାଇଲ ଟାଓ୍ବାର…

ନୂଆଦିଲ୍ଲୀ,୨୧।୧୨ : ଅରୁଣାଚଳପ୍ରଦେଶର ତୱାଙ୍ଗ ସେକ୍ଟରରେ ଚାଇନା ସୈନିକଙ୍କ ସହ ସଂଘର୍ଷ ପରେ ଭାରତ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଏଲଏସିରେ ଉନ୍ନତ ସଂଯୋଗ...

ଆଇଏସ୍‌ ପାଇଁ କାମ କରୁଛନ୍ତି ଭାଜପା, ବଜରଙ୍ଗ ଦଳ କର୍ମୀ: ଦିଗ୍‌ବିଜୟ

ନୁଆଦିଲ୍ଲୀ,୬।୧୦: କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ଭାରତୀୟ ଜନତା ପାର୍ଟି(ଭାଜପା) ଓ ବଜରଙ୍ଗ ଦଳ ଉପରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଏମାନେ ପାକିସ୍ତାନର ଆତଙ୍କବାଦୀ...

ବିବାଦରେ ଏମରଜେନ୍ସି

ମୁମ୍ବାଇ,୨୦ ।୭: ବଲିଉଡର ଅନୁଭବି ଅଭିନେତ୍ରୀ କଙ୍ଗନା ରାନାୱତଙ୍କ ଅପକମିଂ ଫିଲ୍ମ ‘ଏମରଜେନ୍ସି’କୁ ନେଇ ଏବେ ସବୁଠି ଚର୍ଚ୍ଚା । ହେଲେ ଏବେ ଏହା ବିବାଦ...

ବିବାହର ୫ ଘଣ୍ଟା ପରେ କନ୍ୟାଙ୍କ ହେଲା ମୃତ୍ୟୁ, ସ୍ବାମୀ ଦେଲେ ମୁଖାଗ୍ନି

ବିହାରର ମୁଙ୍ଗେରରେ ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ବେଶ୍‌ ହସଖୁସିରେ ଚାଲିଥିଲା ବିବାହ। ସାତଫେରା ଏବଂ ସିନ୍ଦୁରଦାନ ମଧ୍ୟ ସରିଥିଲା। ପରେ କନ୍ୟାଙ୍କ...

ସିଦ୍ଧାନ୍ତ କପୁରଙ୍କୁ ମିଳିଲା ବେଲ୍‌

ମୁମ୍ବାଇ,୧୪ ।୬: ବଲିଉଡ ଅଭିନେତା ଶକ୍ତି କପୁରଙ୍କ ପୁଅ ସିଦ୍ଧାନ୍ତ କପୁରଙ୍କୁ ଡ୍ରଗ୍ସ ମାମଲାରେ ବେଙ୍ଗାଲୁରୁରୁ ଗିରଫ କରାଯାଇଥିଲା । ରବିବାର ବିଳମ୍ବିତ ରାତିରେ ବେଙ୍ଗାଲୁରୁର...

ଭାଜପା ଇଭିଏମ୍‌ ହ୍ୟାକ୍‌ କରିବାକୁ ଚେଷ୍ଟା କରୁଛି, ଆମକୁ ପ୍ରମାଣ ମିଳିଛି: ମମତା

କୋଲକତା,୪।୮: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀ ଦଳର ମିଳିତ ମେଣ୍ଟ ‘ଇଣ୍ଡିଆ’ ୨୦୨୪ ଲୋକସଭା ନିର୍ବାଚନରେ ଜିତିବ ବୋଲି ଦାବି କରିଛନ୍ତି। ଭାଜପାକୁ ଟାର୍ଗେଟ...

ଦୁଇ ସାଙ୍ଗ ମିଶି ହାରିଲେ ଜୀବନ, କାରଣ ଜାଣି ହେବେ ଚକିତ

ଲକ୍ଷ୍ନୌ,୨୧।୯: ଉତ୍ତର ପ୍ରଦେଶ ବହରାଇଚ୍‌ରେ ଏକ ଅଭାବନୀୟ ଘଟରା ଘଟିଛି। ଦୁଇ ନାବଳିକା ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ଦୁହିଁଙ୍କ ବନ୍ଧୁତାକୁ ପରିବାର ଲୋକେ...

Advertisement
Archives

Model This Week