Advertisement

ନିଜ ସ୍କୁଲ୍‌ ପରିଦର୍ଶନ କରି ପୁରୁଣା ଦିନର ସ୍ମୃତିକୁ ମନେ ପକାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌ -୨ ଗାର୍ଲସ୍‌ ହାଇସ୍କୁଲ୍‌ ପରିଦର୍ଶନ କଲେ ଦ୍ରୌପଦୀ ମୁର୍ମୁ। ନିଜେ ପଢିଥିବା ସ୍କୁଲ୍‌ ପରିଦର୍ଶନ କରି ପୁରୁଣା ଦିନର ସ୍ମୃତିକୁ ମନେ ପକାଇଲେ ରାଷ୍ଟ୍ରପତି। ଏହାସହ ନିଜର ସହପାଠୀଙ୍କୁ ଭେଟିଥିଲେ। ୧୯୭୦-୭୪ ଯାଏ ଅଷ୍ଟମରୁ ଏକାଦଶ ଏହି ସ୍କୁଲ୍‌ରେ ପଢିଥିଲେ।

୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଗୁରୁବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ଏହା ପରେ ସେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରୁ ଆଜି ୩୨୫ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୧୮

ଭୁବନେଶ୍ୱର,୨୦।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୮...

ଆସୁଛି ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା; ୧୧, ୧୨ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୯।୬(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ଆଉ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ଉପର...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୪୦ ଆକ୍ରାନ୍ତ

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୪ ଜଣ ରହିଛନ୍ତି। ସେହିପରି ଗଞ୍ଜାମରୁ ୨୨ଜଣ...

ମୃତ୍ୟୁ ପୂର୍ବରୁ ବାଣ୍ଟିଥିଲେ କେକ୍‌, ମିଠା

କୁଆଁରମୁଣ୍ଡା,୧୦।୩(ଡି.ଏନ୍‌.ଏ.): ମୃତ୍ୟୁର କିଛି ଘଣ୍ଟା ଆଗରୁ ସାଙ୍ଗସାଥୀ, ସମ୍ପର୍କୀୟଙ୍କୁ ମିଠା, କେକ୍‌, ଆଇସ୍‌କ୍ରିମ ଆଦି ବାଣ୍ଟିବା ଘଟଣା ସାଧାରଣତଃ ବିରଳ। ହେଲେ ଏଭଳି ଏକ ଘଟଣା...

ଖଣ୍ଡଗିରି ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ପୁରୀ ପରେ ଭୁବନେଶ୍ୱରରେ ଲଜ୍ଜା। ଖଣ୍ଡଗିରି ଥାନାଞ୍ଚଳରେ ଜଣେ ଯୁବତୀଙ୍କୁ ହୋଇଛି ବଳାତ୍କାର। ଗୁରୁତର ଅବସ୍ଥାରେ ପୀଡିତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ...

ସଞ୍ଜୟଙ୍କ ‘ଧରିତ୍ରୀ’ କାର୍ଟୁନ ସଂଗ୍ରହ ନିଶା, ୯ ବର୍ଷ ହେଲା ସାଇତି ରଖିଛନ୍ତି…

ନୟାଗଡ଼ ଅଫିସ,୫।୫: ଦୈନିକ ଧରିତ୍ରୀରେ ପ୍ରକାଶ ପାଉଥିବା କାର୍ଟୁନ ଦିନକୁ ଦିନ ଲୋକପ୍ରିୟ ହେବାରେ ଲାଗିଛି। ସାମ୍ପ୍ରତିକ ପରିସ୍ଥିତିକୁ ନେଇ କାର୍ଟୁନିଷ୍ଟ ଉତ୍କଳ ଗୌରବଙ୍କ ପ୍ରତି...

ଫେରିବା ଅପେକ୍ଷାରେ ୫ ଛାତ୍ର

ଚମ୍ପୁଆ/ପାଟଣା/ଯୋଡ଼ା/ବାରିପଦା ଅଫିସ,୨୬।୨(ଡି.ଏନ୍‌.ଏ./ସ୍ବ.ପ୍ର.)କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ୫ ଡାକ୍ତରୀ ଛାତ୍ର ୟୁକ୍ରେନରେ ଫସି ରହିଛନ୍ତି। ସ୍ବଦେଶ ଫେରାଇ ଆଣିବାକୁ ସେମାନଙ୍କ ମାତାପିତା ଉଭୟ ରାଜ୍ୟ ଓ...

ଘଡ଼ଘଡ଼ି ସହ ବର୍ଷା: ୫ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ସୋମବାର ରାଜ୍ୟର ୫ ଜିଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି...

Advertisement
Archives

Model This Week