Posted inଜାତୀୟ

ପିଲାଙ୍କୁ ପାଠ ପଢ଼ାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ୨ ବର୍ଷ ପୂରଣ କରିବା ପରେ ପିଲାଙ୍କୁ ପାଠ ପଢ଼ାଇଛନ୍ତି। ସେ ଡକ୍ଟର ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି।ରାଷ୍ଟ୍ରପତି ପିଲାମାନଙ୍କୁ ଗ୍ଲୋବାଲ ଓ୍ବାର୍ମିିଂ ବିଷୟରେ ପଢ଼ାଇଛନ୍ତି। ସେ ପିଲାଙ୍କୁ କିଛି ପ୍ରଶ୍ନ ପଚାରିଥିଲେ। ଯେପରିକି ଆମର କେତୋଟି ଋତୁ। ସେଥିମଧ୍ୟରୁ ଆମେ କେଉଁ ଋତୁକୁ ଅନୁଭବ କରୁଛେ। ପିଲାମାନେ ମଧ୍ୟ ଖୁବ୍‌ ସୁନ୍ଦର ଭାବେ ଉତ୍ତର ରଖିଛନ୍ତି। ପିଲାମାନେ କହିଥିଲେ, ଆମେ ୩ଟି ଋତୁକୁ ଅନୁଭବ କରୁଛେ।

ରାଷ୍ଟ୍ରପତି ପୁଣି ପଚାରିଥିଲେ କେଉଁ ଋତୁକୁ ସବୁଠୁ ଅଧିକ ଅନୁଭବ କରୁଛେ। ଜଣେ ଛାତ୍ରୀ ଉତ୍ତର ଦେଇଥିଲେ ଗ୍ରୀଷ୍ମ ଋତୁ। ରାଷ୍ଟ୍ରପତି କହିଥିଲେ ଏହାର କାରଣ ହେଉଛି ଗ୍ଲୋବାଲ ଓ୍ବାର୍ମିଂ ବା ପରିବେଶ ପ୍ରଦୂଷଣ। ରାଷ୍ଟ୍ରପତି ବହୁତ ଖୁସି ଥିଲେ ପିଲାମାନଙ୍କ ସହ ମିଶି। ପିଲାମାନେ ମଧ୍ୟ ରାଷ୍ଟ୍ରପତିଙ୍କୁ ପାଖରେ ପାଇ ବହୁତ ଆନନ୍ଦିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?