ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

ପୁରୀ ଅଫିସ,୧୯ା୨: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ପୁରୀରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଅପରାହ୍ନ ୫ଟା ୧୦ରେ କାରକେଡ୍‌ ଶ୍ରୀମନ୍ଦିର ନିକଟରେ ପହଞ୍ଚିଥିବା ବେଳେ ତାଙ୍କ କେଳିକ ପଣ୍ଡା ତାଙ୍କୁ ପାଛୋଟି ନେଇଥିଲେ। ଏହା ପରେ ସସ୍ତ୍ରୀକ ମହାପ୍ରଭୁଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଛନ୍ତି ରାଷ୍ଟ୍ରପତି।

ଶ୍ରୀମନ୍ଦିରରେ ପାଖାପାଖି ୪୫ ମିନିଟ୍‌ ରହି ରାଷ୍ଟ୍ରପତି ଫେରିଯିବେ ପୁରୀ ରାଜଭବନକୁ। ଏଠାରେ ଆଜି ରାତ୍ରି ରହଣି ବ୍ୟବସ୍ଥା ହୋଇଛି। ଏହାକୁ ଦୃଷ୍ଟିରେ ରଖି ଅପରାହ୍ନ ୪ଟାରୁ ଶ୍ରୀମନ୍ଦିରରେ ସାଧାରଣ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ବନ୍ଦ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳର କାର୍ଯ୍ୟକର୍ତ୍ତା ନିଯୁକ୍ତ କଲେ ନବୀନ: ପ୍ରଥମ ଥର ପାଇଁ ୯ ଉପସଭାପତିଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୧।୭(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି) ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦଳର କାର୍ଯ୍ୟକର୍ତ୍ତା ନିଯୁକ୍ତ କରିଛନ୍ତି। ସେ ୮ ବରିଷ୍ଠ ଉପସଭାପତି, ୯...

ଜମି ଅଧିଗ୍ରହଣ ପରେ ଅଟକିଛି ବିକାଶ

ଭଦ୍ରକ ଅଫିସ, ୮ା୮- ଭଦ୍ରକ ଜିଲାରେ ଫୁଡ୍‌ ଓ ଟେକ୍ସଟାଇଲ ପାର୍କ, ଜିଲାସ୍ତରୀୟ ଷ୍ଟାଡିୟମ୍‌, ଜିଲା କାରାଗାର, ଇଣ୍ଡୋର ଷ୍ଟାଡିୟମ୍‌ ଭଳି କେତେକ ସରକାରୀ ପ୍ରକଳ୍ପ...

ସର୍ଭେଲାନ୍ସ ଜୋନ୍‌ରେ ଭଦ୍ରକ ଜିଲାର ୩୨ ପଞ୍ଚାୟତ: ଘରକୁ ଘର ବୁଲି କରାଯିବ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ

ଭଦ୍ରକ ଅଫିସ, ୨୮।୪: ଭଦ୍ରକ ଜିଲାର ୩୨ଟି ପଞ୍ଚାୟତକୁ ସର୍ଭେଲାନ୍ସ ଜୋନ୍‌ ଘୋଷଣା କରାଯାଇଛି। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ଜିଲାପାଳ ଜ୍ଞାନ ଦାସ।...

ବର୍ଷା ପରେ ବଢ଼ିଲା ଦୁର୍ଦ୍ଦଶା

ବନ୍ତ,୭।୧(ସ୍ବ.ପ୍ର.)-ଚଳିତବର୍ଷ ପ୍ରଥମେ ଫନୀ, ପରେ ବୁଲବୁଲ ଆଉ ଏବେ ଦାଉ ସାଧିଲା ବର୍ଷା। ଗତ ନଭେମ୍ବରରେ ବୁଲବୁଲ୍‌ ବାତ୍ୟାରେ ଧାନ ଫସଲ ନଷ୍ଟ ହୋଇଥିଲା। ଏ...

ପଲିଥିନ ଉପରେ ଲାଗିବ କଟକଣା : ବ୍ୟବସାୟୀଙ୍କଠାରୁ ଆଦାୟ ହେବ ୨୫ ହଜାର ଜରିମାନା

ନୟାଗଡ଼ ଅଫିସ,୬ା୬: ଆଗାମୀ ଦିନରେ ନୟାଗଡ଼ ପୌର ପରିଷଦର ସମସ୍ତ କର୍ମଚାରୀ ୧ମାସ ପର୍ଯ୍ୟନ୍ତ କାର୍ଯ୍ୟାଳୟରେ ନ ରହି ପ୍ରତି ୱାର୍ଡ଼ର ଗଳିକନ୍ଦି ବୁଲି ସମସ୍ୟା...

‘ଅଗ୍ନିପଥ ଯୋଜନା ସୁରକ୍ଷା ପ୍ରତି ବିପଦ’

ଭୁବନେଶ୍ୱର,୮ା୭(ବ୍ୟୁରୋ): ଓଡ଼ିଶା ପ୍ରଦେଶ ଯୁବକଂଗ୍ରେସର ଏକଦିବସୀୟ ଯୁବ ଚିନ୍ତନ ବୈଠକ ଗୁରୁବାର କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ...

ବିଧାନସଭା ପରିସରରେ ବିଜୁ ଜୟନ୍ତୀ ପାଳିତ

ଭୁବନେଶ୍ୱର,୫।୩(ବ୍ୟୁରୋ)- ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଗୁରୁବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବିଧାନସଭା ପରିସରରେ ଏକ ଶ୍ରଦ୍ଧାଞ୍ଜଳି ତଥା ପ୍ରାର୍ଥନା ସଭାଅନୁଷ୍ଠିତ...

ଘସିପୁରା ଥାନା ମହିଳା ଏସ୍‌ଆଇଙ୍କୁ ଆକ୍ରମଣ

ଆନନ୍ଦପୁର,୨୫।୧(ଡି.ଏନ.ଏ): କେନ୍ଦୁଝର ଜିଲା ଘସିପୁରା ଥାନାର ଜଣେ ମହିଳା ଏସ୍‌ଆଇଙ୍କୁ ପଦନପୁର ଗ୍ରାମରେ ଆକ୍ରମଣ ହୋଇଛି। ଗୁରୁବାର ସନ୍ଧ୍ୟାରେ ପଦନପୁର ଗ୍ରାମକୁ ଏକ ପାରିବାରିକ ବିବାଦ...

Advertisement
Archives

Model This Week