Posted inଜାତୀୟ

ସାଉଥ ନାଭାଲ କମାଣ୍ଡ ପରିଦର୍ଶନ କରିବେ ରାଷ୍ଟ୍ରପତି

ଥିରୁଭାନନ୍ତପୁରମ୍‌,୨୨।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୪ ଦିନିଆ କେରଳ ଗସ୍ତରେ ଅଛନ୍ତି। ଏହି ଗସ୍ତରେ ସେଠାରେ ସେ ଅନେକ କାର୍ଯ୍ୟକ୍ରମରେ ଯୋଗ ଦେବାର ସୂଚନା ମିଳିଛି । ତେବେ ରାଷ୍ଟ୍ରପତି ବୁଧବାର ସାଉଥ ନାଭାଲ କମାଣ୍ଡ ପରିଦର୍ଶନ କରିବେ ।ଏ ନେଇ ରାଷ୍ଟ୍ରପତି ଭବନରୁ ସୂଚନା ମିଳିଛି ।

ମଙ୍ଗଳବାର କେରଳ ରାଜ୍ୟପାଳ ଅରିଫ ମହମ୍ମଦ ଖାନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସ୍ବାଗତ କରିଥିଲେ। କେରଳ ଗସ୍ତର ପ୍ରଥମ ଦିନରେ ସେ କେରଳର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ପଞ୍ଚମ ସମାରୋହକୁ ମଧ୍ୟ ସମ୍ବୋଧିତ କରିଛନ୍ତି । ଗସ୍ତର ପ୍ରଥମ ଦିନରେ ସେ କେରଳ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର ପଞ୍ଚମ ସମାରୋହକୁ ସମ୍ବୋଧିତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri