୫୫ହଜାର ଛୁଇଁଲା ସୁନା ଦର

ନୂଆଦିଲ୍ଲୀ: ପ୍ରାୟ ୨ ବର୍ଷ ପରେ ପୁଣି ଥରେ ସୁନାା ଦର ୫୫ ହଜାର ଟଙ୍କା ଛୁଇଁଛି। ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧ ଭିତରେ ଆମେରିକା ଏବଂ ତା’ର ସହଯୋଗୀ ଦେଶ ପକ୍ଷରୁ ରୁଷିଆ ଉପରେ ପ୍ରତିବନ୍ଧକ ଲଗାଯିବା ଫଳରେ ସୁନା ଦର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ(ଏମ୍‌ସିଏକ୍ସ) ଉପରେ ଗୋଲ୍ଡ ଫ୍ୟୁଚର ୧.୬୪% ବୃଦ୍ଧି ଘଟି ୫୫,୧୧୧ଟଙ୍କାରେ ପହଞ୍ଚିଛି। ବୁଧବାର ସୁନା ଦରରେ ୭୩୫ ଟଙ୍କା ବୃଦ୍ଧି ହୋଇଥିବା ବେଳେ ରୁପା ମୂଲ୍ୟ ମଧ୍ୟ କି.ଗ୍ରା. ପ୍ରତି ୯୮୮ଟଙ୍କା ବୃଦ୍ଧି ଘଟି ୭୨, ୯୫୦ ଟଙ୍କାରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri