କ୍ଷୀର ଦାମ୍‌ ବଢ଼ିଲା, ଲିଟର ପ୍ରତି ଏକାଥରକେ ବଢ଼ିଲା…

ଭୁବନେଶ୍ୱର,୩ା୫: ଓଡ଼ିଶାରେ କ୍ଷୀର ଦାମ୍‌ ବୃଦ୍ଧି ହୋଇଛି। ଟୋନ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି କରିଛି ଓମ୍‌ଫେଡ୍‌। ତେବେ ୫୦ ଟଙ୍କାରୁ ବୃଦ୍ଧି ପାଇ ଏହା ୫୪ ଟଙ୍କାରେ ପହଞ୍ଚିଛି। ପ୍ରିମିୟମ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ହୋଇ ୫୪ ଟଙ୍କାରୁ ୫୮ ଟଙ୍କା ହୋଇଛି। ଗୋଲ୍ଡ ପ୍ରିମିୟର ପ୍ଲସ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ପାଇ ୬୪ ଟଙ୍କା ହୋଇଛି। ଏହା ପୂର୍ବରୁ ୬୦ ଟଙ୍କା ଥିଲା।

ସେହିପରି ଗୋଲ୍ଡ ପ୍ରିମିୟର କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ପାଇଥିବାବେଳେ ଏହା ୫୬ ଟଙ୍କାରୁ ବୃଦ୍ଧି ପାଇ ୬୦ ହୋଇଛି। ଗୋଟିଏ ପ୍ୟାକେଟ୍‌ (୫୦୦ ମି.ଲି) ଉପରେ ୨ ଟଙ୍କା ବୃଦ୍ଧି ହୋଇଛି। ରବିବାରଠାରୁ ରାଜ୍ୟରେ ଓମ୍‌ଫେଡ୍‌ ଏହି ନୂଆ ଦାମ୍‌ ଲାଗୁ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ଧାନ ଟଙ୍କା ନ ଦେବାରୁ ଗାଡ଼ି ଅଟକାଇଲେ ଚାଷୀ

ଆନନ୍ଦପୁର,୩ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ବଳଦୁଆଁ ଗ୍ରାମର ଚାଷୀଙ୍କଠାରୁ ଧାନ ନେଇ ପଳାଇଯାଇଥିଲା। ୩ ମାସ ପରେ ଗାଡ଼ିକୁ ପାଇ ଅଟକାଇଛନ୍ତ ଚାଷୀ।…

ମହିଳାଙ୍କୁ ହତ୍ୟା କରି କପା କିଆରିରେ ମୃତଦେହ ପୋତିବାକୁ ଉଦ୍ୟମ, ଘଟଣାସ୍ଥଳରେ ପୋଲିସ ପହଞ୍ଚି…

ବଲାଙ୍ଗୀର,୩ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଚିତ୍ରାମୁଣ୍ଡା ଗାଁର ଏକ କପା କିଆରିରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ିଛି ଜଣେ ବିବାହିତା ୩…

ଅଭିଷେକ ବାନାର୍ଜୀଙ୍କ ଖୋଲା ଚ୍ୟାଲେଞ୍ଜ: ୧୦ ଜନ୍ମ ନେଲେ ବି ଜିତି ପାରିବନାହିଁ ଭାଜପା, ଜାଣନ୍ତୁ କାହିଁକି ଏମିତି କହିଲେ

କୋଲକାତା,୩ା୫: ପଶ୍ଚିମବଙ୍ଗ, ଆସାମ, କେରଳ, ତାମିଲନାଡୁ ଏବଂ ପୁଡୁଚେରୀରେ ମତଦାନ ଶେଷ ହେବା ପରେ ଏକଜିଟ ପୋଲ ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ସମସ୍ତେ ଏବେ ମେ’…

ବରଗଡ଼ ଜିଲା ମାଟ୍ରିକ୍‌ ଫଳ: କମିଛି ପାସ୍‌ ହାର, ବଢ଼ିଛି A-1 ଗ୍ରେଡ୍‌

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ଗତବର୍ଷ ଏବଂ ଚଳିତବର୍ଷ ମାଟ୍ରିକ ପରୀକ୍ଷାଫଳକୁ ତୁଳନା କଲେ ସମାନ ଦିନରେ ପରୀକ୍ଷାଫଳ ପ୍ରକାଶ ପାଇଛି। କିନ୍ତୁ ଏଥର ପରୀକ୍ଷାଫଳ ଗତବର୍ଷ ପରୀକ୍ଷା ଫଳ…

ବିନା ଟ୍ୟୁସନରେ ମାଟ୍ରିକ୍‌ ଟପ୍ପର, ବଡ଼ ହେଲେ ଡାକ୍ତର ହେବେ କହିଲେ ଦୀପଶିଖା

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବିଦ୍ୟାଳୟରେ ପାଠପଢ଼ା ବ୍ୟତୀତ ଘରେ ଦୈନିକ ୬ରୁ ୭ଘଣ୍ଟା ପଢ଼ୁଥିଲି। ଟ୍ୟୁସର ପଢ଼ୁ ନ ଥିଲି। ପଦ୍ମପୁରସ୍ଥିତ ନାନା ମମତା(ବାପାଙ୍କ ଭଉଣୀ) ଘରେ ରହୁଛନ୍ତି…

ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣା: ବ୍ୟବଚ୍ଛେଦ ରିପୋର୍ଟକୁ ବିରୋଧ କରି ଧାରଣା ଦେବା ପରେ…

ଦାରିଙ୍ଗବାଡ଼ି,୩ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦନେକବାଡ଼ି ପଞ୍ଚାୟତ ମାଣ୍ଡୁବାଡ଼ି ଗ୍ରାମ ବଲାମାହା ଜଙ୍ଗଲ ଡବାଡ଼ଙ୍ଗା ଗଛରେ ଗତ ସୋମବାର ଉଜ୍ଜ୍ବଳ ସିଂ ଦିଗାଲଙ୍କ ଝୁଲନ୍ତା…

ଯୁଦ୍ଧ ବନ୍ଦ କର…ଇରାନ ଆମେରିକାକୁ ଦେଲା ୧୪ ସୂତ୍ରୀ ପ୍ରସ୍ତାବ, ହେଲେ ପ୍ରତ୍ୟାଖ୍ୟାନ କରୁଛନ୍ତି ଟ୍ରମ୍ପ

ତେହରାନ,୩।୫: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ଇରାନର ନୂତନ ପ୍ରସ୍ତାବର ସମୀକ୍ଷା କରିବେ, ଯଦିଓ ସେ ବିଶ୍ୱାସ…

ହର୍ମୁଜରେ ଇରାନକୁ ଶୁଳ୍କ ଦେଲେ କଟକଣା ଲାଗିବ

ଦୁବାଇ,୩ା୫:  ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ସୁରକ୍ଷିତ ଭାବେ ଅତିକ୍ରମ କରିବା ପାଇଁ ଇରାନକୁ ଶୁଳ୍କ ଦେଉଥିବା ଜାହାଜ କମ୍ପାନୀଗୁଡ଼ିକ ଉପରେ କଟକଣା ଲଗାଇବାକୁ ଆମେରିକା ଚେତାବନୀ ଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri