୩ ଦଫା ଦାବିରେ ପ୍ରାଥମିକ ଶିକ୍ଷକଙ୍କ ଗଣଧାରଣା

 ରାୟଗଡ଼ା,୧୧।୯(ଭାଗ୍ୟଶ୍ରୀ ମିଶ୍ର): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନ ଓଡ଼ଶାଙ୍କ ନିର୍ଦ୍ଦେଶ କ୍ରମେ  ରାୟଗଡ଼ା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୩ ଦଫା ଦାବିରେ ଶିକ୍ଷୟତ୍ରୀ ଶିକ୍ଷକ ସୋମବାର ଠାରୁ   ଗଣ ଧାରଣା ଆରମ୍ଭ କରିଛନ୍ତି। ୧୧ଟି ବ୍ଲକର ଶିକ୍ଷୟତ୍ରୀ ଶିକ୍ଷକ ଧାରଣା ଦେଇଛନ୍ତି।
ସେମାନଙ୍କ ଦାବିଗୁଡ଼ିକ ହେଲା ବିଦ୍ୟାଳୟ ଓ ଗଣଶିକ୍ଷା ବିଭଗରେ କାର୍ଯରତ ସମସ୍ତ କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା। ଶିକ୍ଷାକର୍ମୀ ଓ ଶିକ୍ଷା ସହାୟକଙ୍କ ଠିକା କାର୍ଯ୍ୟ କାଳକୁ ନେସନାଲ ଇନ୍କ୍ରିମେଣ୍ଟ ପ୍ରଦାନ କରି ମୂଳ ଚାକିରୀରେ ଗଣନା କରିବା। ଗଣ ଶିକ୍ଷକ କ୍ରୀଡା ଓ କଳା ଶିକ୍ଷକ ମାନଙ୍କୁ ନିୟମିତ ମାନ୍ୟତା ପ୍ରଦାନ କରିବା।  ପ୍ରାଥମିକ ଶିକ୍ଷକ ମାନଙ୍କୁ କେନ୍ଦ୍ରୀୟହାରରେ ମୂଳ ବେତନ ଲେବୁଲ-୯ ଗ୍ରେଡ଼ ପେ ୪୨୦୦ ଅନୁଯାୟୀ ପ୍ରଦାନ କରାଯାଉ। ନୂତନ ପେନଶନ ବ୍ୟବସ୍ଥା ଉଚ୍ଛେଦ କରି ପୁରୁଣା ପେନଶନ ବ୍ୟବସ୍ଥା ପୁନଃ ପ୍ରଚଳନ ବ୍ୟବସ୍ଥା କରାଯାଉ ବୋଲି ଦାବି କରାଯାଇଛି ।

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?