ପୁଣି ଆନ୍ଦୋଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ସଂଘ

ଭୁବନେଶ୍ୱର,୧୪ା୧: ଆସନ୍ତା ୨୯ ତାରିଖରୁ ପ୍ରାଥମିକ ଶିକ୍ଷକ ସଂଘ ପୁଣି ଆନ୍ଦୋଳନକୁ ଓହ୍ଲାଇବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ଦାବି ପୂରଣ ନେଇ ପୂର୍ବରୁ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟିରେ ପ୍ରତିଶ୍ରୁତି ମିଳିଥିଲେ ହେଁ ଏପର୍ଯ୍ୟନ୍ତ ଦାବି ପୂରଣ ହୋଇନାହିଁ। ଜାନୁଆରୀ ୨୭ ସୁଦ୍ଧା ଦାବି ପୂରଣ ନ ହେଲେ ପୁନର୍ବାର ଆନ୍ଦୋଳନ କରାଯିବ ବୋଲି ସଂଘ କହିଛି।

୩ ଦଫା ଦାବି ନେଇ ସଂଘ ଏହି ଆନ୍ଦୋଳନକୁ ଓହ୍ଲାଇବ। ଠିକା କର୍ମଚାରୀଙ୍କୁ ୬ ବର୍ଷର ଇନ୍‌କ୍ରିମେଣ୍ଟ ଦେଇ ମୂଳ ଚାକିରିରେ ଗଣନା, ସମାନ କାମକୁ ସମାନ ଦରମା, ଏଥିସହ ନୂତନ ପେନ୍‌ସନ୍‌ ବ୍ୟବସ୍ଥା ଉଚ୍ଛେଦ କରି ପୁରୁଣା ପେନ୍‌ସନ୍‌ ଲାଗୁ କରାଯିବାକୁ ପ୍ରାଥମିକ ଶିକ୍ଷକ ସଂଘ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri