ଧନୀ ହେବା ଲାଗି ପାକିସ୍ତାନକୁ ଏମିତି ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ, ଭିଡିଓ ଦେଖିଲେ ହସି ହସି ଗଡ଼ିବେ

ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯାହାକୁ ଦେଖିଲେ ହସିହସି ଗଡ଼ିବେ। ଅତୀତରେ ଏହିପରି ଅନେକ ମଜାଦାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ମାତ୍ର ଏହି ଭିଡିଓଟି ସେଗୁଡ଼ିକ ମଧ୍ୟରୁ ଟିକେ ନିଆରା। ଭିଡିଓରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଯେପରି ପାକିସ୍ତାନକୁ ଉପସ୍ଥାପନ କରିଛନ୍ତି, ତାହା ପ୍ରକୃତରେ ହାସ୍ୟାସ୍ପଦ। ଏହି ଭିଡିଓରେ ସ୍ପଷ୍ଟ ଭାବେ ଦେଖିବାକୁ ମିଳିଛି, ଆଣବିକ କାରଖାନାର ଉଦ୍‌ଘାଟନୀ ସମାରୋହରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଗାଈ କ୍ଷୀର ଉତ୍ପାଦନ ବିଷୟରେ କହୁଛନ୍ତି।

ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ କହିଛନ୍ତି, ଆମେ ଭାବୁଛୁ ଯଦି ଆମର ଉତ୍ପାଦନ ଦୁଇଗୁଣ ହୁଏ। ତେବେ ଚାଇନା ତୁଳନାରେ ତିନିଗୁଣ। ତାଙ୍କର ଯେଉଁ ଗାଈ ୫ ଗୁଣ କ୍ଷୀର ଦିଅନ୍ତି ଆମର ସେହି ଗାଈ ୬ ଗୁଣ ଦେବେ। ଯଦି ଆମେ ସେମାନଙ୍କ ଟେକ୍ନୋଲୋଜିକୁ ଆପଣାଇବା ଆମର ଉତ୍ପାଦନ ମଧ୍ୟ ଦ୍ୱିଗୁଣିତ ହୋଇଯିବ। ଫଳରେ ପାକିସ୍ତାନର ବିକାଶ ହୋଇପାରିବ। ଏହା ପରେ ସେ ଆଣବିକ କାରଖାନା ବିଷୟରେ ଆଲୋଚନା କରିଥିଲେ। ଏହି ସମାରୋହରେ ଶତାଧିକ ପାକିସ୍ତାନ ଏବଂ ଚାଇନା ଲୋକ ଉପସ୍ଥିତ ଥିଲେ। ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଏହି ବିବୃତ୍ତି ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛି। ଲୋକେ ପାକ୍‌ ପ୍ରଧାନମନ୍ତ୍ରୀଙ୍କୁ ପାଗଳ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri