ବାହାନଗାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ବାହାନଗା,୩ା୬(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଲେଶ୍ବର ଜିଲା ବାହାନଗା ନିକଟରେ ଶୁକ୍ରବାର ଘଟିଥିବା ଟ୍ରେନ୍‌ ଦୁର୍ଘଟଣାସ୍ଥଳରେ ଶନିବାର ଅପରାହ୍ନରେ ଆସି ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ପଶ୍ଚିମବଙ୍ଗର ପଶ୍ଚିମ ମେଦିନିପୁର ଜିଲା କଲାଇକୁଣ୍ଡା ଏୟାର ଫୋର୍ସ ଷ୍ଟେଶନରେ ପହଞ୍ଚିଥିଲେ। ସେଠାରୁ ସେ ଏକ ବାୟୁସେନାର ହେଲିକପ୍ଟର ଯୋଗେ ବାହାନଗାରେ ପହଞ୍ଚି ଦୁର୍ଘଟଣାସ୍ଥଳର ସ୍ଥିତି ଅନୁଧ୍ୟାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri