Posted inଜାତୀୟ

ଫେକ୍‌ ନ୍ୟୁଜ୍‌ ହଟାଇ ନ ଥିବାରୁ ସୋସିଆଲ ମିଡିଆକୁ ତାଗିଦ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨ା୨: ନିକଟରେ କେନ୍ଦ୍ର ସରକାରଙ୍କ ଅଧିକାରୀ ଏବଂ ଆମେରିକାର ବୃହତ ଟେକ୍ନୋଲୋଜି କମ୍ପାନୀଗୁଡିକର ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ବୈଠକ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ହୋଇଛି। କେନ୍ଦ୍ରୀୟ ଅଧିକାରୀମାନେ ତୁରନ୍ତ ସେମାନଙ୍କ ପ୍ଲାଟଫର୍ମରୁ ମିଥ୍ୟା ଖବର ହଟାଇ ନ ଥିବାରୁ ଗୁଗ୍‌ଲ, ଟୁଇଟର ଏବଂ ଫେସବୁକକୁ ନିନ୍ଦା କରିଛନ୍ତି।

ଏହି ବୈଠକରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଅଧିକାରୀମାନେ କମ୍ପାନୀଗୁଡ଼ିକୁ ତୀବ୍ର ସମାଲୋଚନା କରି କହିଛନ୍ତି ଯେ, ସେମାନଙ୍କର ନିଷ୍କ୍ରିୟତା ଯୋଗୁ ଭାରତ ସରକାରଙ୍କ ବିଷୟବସ୍ତୁକୁ ହଟାଇବାକୁ ପଡୁଛି। ଅନ୍ତର୍ଜାତୀୟ ସ୍ତରରେ ସଂଶୟ ସୃଷ୍ଟି ହେଉଛି।

ଆମେରିକାର ଟେକ୍ନୋଲୋଜି କମ୍ପାନୀଗୁଡ଼ିକ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶାସନ ଅଧିକାରୀଙ୍କ ଏପରି କୌଣସି ବୈଠକ କେବେ ହୋଇ ନାହିଁ। ଟେକ୍ନୋଲୋଜି ଉପରେ ସରକାର ନିୟମାବଳୀକୁ କଡ଼ାକଡି କରୁଛନ୍ତି। କମ୍ପାନୀଗୁଡିକ ନିଜେ ବିଷୟବସ୍ତୁ ଉପରେ ନଜର ରଖିବା ଉପରେ ଅଧିକ ଧ୍ୟାନ ଦେବା ଜରୁରୀ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?