Posted inଜାତୀୟ

ଯୋଗୀଙ୍କ ବିଫଳତାକୁ ଲୁଚାଇ ପାରିବେ ନାହିଁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬ା୭- ମହାମାରୀ କରୋନାର ଦ୍ୱିତୀୟ ଲହର ଉତ୍ତର ପ୍ରଦେଶକୁ ଥରାଇ ଦେଇଛି। ଏହାର ମୁକାବିଲା କରିବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ। ଏହାସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ମିଳୁଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ପ୍ରଶଂସା। ମୋଦିଙ୍କ ମିଛ ପ୍ରଶଂସା ଯୋଗୀ ସରକାରଙ୍କ ବର୍ବରତା, ଅବହେଳା ଓ ବିଫଳତାକୁ ଲୁଚାଇ ପାରିବ ନାହିଁ। ଶୁକ୍ରବାର ଏଭଳି ସମାଲୋଚନା କରିଛନ୍ତି କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା।

ଆସନ୍ତା ମାର୍ଚ୍ଚ ଆଡ଼କୁ ୟୁପିରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୋଦି ଗୁରୁବାର ନିଜ ସଂସଦୀୟ ଆସନ ବାରାଣାସୀକୁ ଗସ୍ତ କରିଥିଲେ। ଏହି ଅବସରରେ ଯୋଗୀଙ୍କୁ ବେଶ୍‌ ପ୍ରଶଂସା କରିଥିଲେ ପ୍ରଧାନମନ୍ତ୍ରୀ। ଯୋଗୀଙ୍କ ଅଭୂତପୂର୍ବ କୋଭିଡ୍‌ ମୁକାବିଲା ଯୋଗୁ ରାଜ୍ୟର ସ୍ଥିତି ସୁଧୁରିବାରେ ଲାଗିଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଏହାର ଦିନକ ପରେ ପ୍ରିୟଙ୍କା ଟୁଇଟ୍‌ କରିଛନ୍ତି, ମହାମାରୀ ଯୋଗୁ ରାଜ୍ୟବାସୀ ଯେଉଁ ଦୁଃଖ ସହିଛନ୍ତି, ତାହା ପ୍ରଧାନମନ୍ତ୍ରୀ ଭୁଲି ପାରନ୍ତି। କିନ୍ତୁ ରାଜ୍ୟବାସୀ ଭୁଲି ପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା…

ଦୁଇ ବର୍ଷରେ ୨୧୪ ଲକ୍ଷ କୋଟିକୁ ଛୁଇଁବ ଭାରତର ଋଣ, GDP’ର ୮୨ ପ୍ରତିଶତ…

ନୂଆଦିଲ୍ଲୀ,୧୧।୨: ନିକଟରେ ଉପସ୍ଥାପିତ କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ଦେଶର ଆର୍ଥିକ ସ୍ଥିତି ଓ ଋଣ ଭାରକୁ ନେଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଗୋଟିଏ…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri