Posted inଜାତୀୟ

ଯୋଗୀଙ୍କ ବିଫଳତାକୁ ଲୁଚାଇ ପାରିବେ ନାହିଁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬ା୭- ମହାମାରୀ କରୋନାର ଦ୍ୱିତୀୟ ଲହର ଉତ୍ତର ପ୍ରଦେଶକୁ ଥରାଇ ଦେଇଛି। ଏହାର ମୁକାବିଲା କରିବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ। ଏହାସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ମିଳୁଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ପ୍ରଶଂସା। ମୋଦିଙ୍କ ମିଛ ପ୍ରଶଂସା ଯୋଗୀ ସରକାରଙ୍କ ବର୍ବରତା, ଅବହେଳା ଓ ବିଫଳତାକୁ ଲୁଚାଇ ପାରିବ ନାହିଁ। ଶୁକ୍ରବାର ଏଭଳି ସମାଲୋଚନା କରିଛନ୍ତି କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା।

ଆସନ୍ତା ମାର୍ଚ୍ଚ ଆଡ଼କୁ ୟୁପିରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୋଦି ଗୁରୁବାର ନିଜ ସଂସଦୀୟ ଆସନ ବାରାଣାସୀକୁ ଗସ୍ତ କରିଥିଲେ। ଏହି ଅବସରରେ ଯୋଗୀଙ୍କୁ ବେଶ୍‌ ପ୍ରଶଂସା କରିଥିଲେ ପ୍ରଧାନମନ୍ତ୍ରୀ। ଯୋଗୀଙ୍କ ଅଭୂତପୂର୍ବ କୋଭିଡ୍‌ ମୁକାବିଲା ଯୋଗୁ ରାଜ୍ୟର ସ୍ଥିତି ସୁଧୁରିବାରେ ଲାଗିଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଏହାର ଦିନକ ପରେ ପ୍ରିୟଙ୍କା ଟୁଇଟ୍‌ କରିଛନ୍ତି, ମହାମାରୀ ଯୋଗୁ ରାଜ୍ୟବାସୀ ଯେଉଁ ଦୁଃଖ ସହିଛନ୍ତି, ତାହା ପ୍ରଧାନମନ୍ତ୍ରୀ ଭୁଲି ପାରନ୍ତି। କିନ୍ତୁ ରାଜ୍ୟବାସୀ ଭୁଲି ପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ଲକ୍‌ଡାଉନ୍‌ ଯୋଗୁ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି ଏପରିସ୍ଥଳେ କେତେକ ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ତେବେ ଲକ୍‌ଡାଉନ୍‌ ଯୋଗୁ ନୂଆ ଆକ୍ରାନ୍ତଙ୍କ...

ସିସୋଡିଆଙ୍କ ଗିରଫଦାରୀ ବିରୋଧରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୮।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍‌ ସମର୍ଥନ କରିଛନ୍ତି। ସେ ପ୍ରଧାନମନ୍ତ୍ରୀ...

ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଦାୟିତ୍ୱ କାହିଁକି ଯୋଗୀଙ୍କୁ ଦିଆଯାଇଥିଲା, ଗୁମର ଖୋଲିଲେ ଶାହ

ଲକ୍ଷ୍ନୌ, ୨୮।୭: ଯୋଗୀ ଆଦିତ୍ୟନାଥଙ୍କୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଦିଆଯିବା ପଛର ରହସ୍ୟ ଖୋଲିଛନ୍ତି ଭାଜପା ଅଧ୍ୟକ୍ଷ ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ରବିବାର...

ମାଗଣା ରାଶନ ଯୋଜନା ପାଇଁ ୩ ଲକ୍ଷ କୋଟିରୁ ଅଧିକ ଖର୍ଚ୍ଚ କରିବେ ସରକାର…

ନୂଆଦିଲ୍ଲୀ,୨୧।୧୧ : ମାଗଣା ରାଶନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ତିନି ଲକ୍ଷ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ କରିବେ। ୨ ଲକ୍ଷ କୋଟି...

ଭାରତୀୟ ଆଇନ ବ୍ୟବସ୍ଥାରେ ଅପରାଧୀଙ୍କୁ ପାଠପଢ଼ା ଜାରି ରଖିବାର ରହିଛି ଅଧିକାର…

ପ୍ରୟାଗରାଜ, ୭।୮ : ଆହ୍ଲାବାଦ ହାଇକୋର୍ଟ ଏକ ଆଦେଶରେ କହିଛନ୍ତି ଯେ ଭାରତୀୟ ଆଇନ ବ୍ୟବସ୍ଥାରେ ଦୋଷୀ ସାବ୍ୟସ୍ତ ବ୍ୟକ୍ତିଙ୍କର ମଧ୍ୟ ଅଧ୍ୟୟନ ଜାରି ରଖିବା...

ଭଜନ ଗାନ କଲେ ମୁଁ କ‘ଣ ହିନ୍ଦୁ ହୋଇଯିବି କି : ମେହବୁବାଙ୍କ ମନ୍ତବ୍ୟ ଉପରେ ଫାରୁକଙ୍କ ଉତ୍ତର…

ଶ୍ରୀନଗର, ୨୧।୯ : ଜାତୀୟ ତଥା ସାମ୍ପ୍ରଦାୟିକ ଏକତାର ଗୀତ କୁହାଯାଉଥିବା ରଘୁପତି ରାଘବ ରାମ ରାମ ଗୀତକୁ ନେଇ ଜମ୍ମୁ-କଶ୍ମୀର ବିଦ୍ୟାଳୟରେ ବିବାଦ ଜାରି...

ବଜେଟକୁ ନେଇ ଖାସ୍‌ କଥା

*୨୦୨୦-୨୧ ଆର୍ଥିକ ବର୍ଷର ବଜେଟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଉପସ୍ଥାପନ କରିଛନ୍ତି। ଏଥର ବଜେଟ ପ୍ରସ୍ତୁତି ପ୍ରକ୍ରିୟାରେ ଅର୍ଥ ମନ୍ତ୍ରଣାଳୟ ପ୍ରେସ୍‌ର ଡେପୁଟି ମ୍ୟାନେଜର କୁଲଦୀପ...

ଲାଲୁଙ୍କୁ କିଡ୍‌ନୀ ଦାନ କରିବାକୁ ଆଗେଇ ଆସିଲେ ପ୍ରିୟଙ୍କା

ପାଟନା,୧୯।୯: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଏବେ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜେଲ ଦଣ୍ଡ ଭୋଗ କରୁଛନ୍ତି। ହେଲେ...

Advertisement
Archives

Model This Week