Posted inଜାତୀୟ

ରାଜନୀତିକୁ ଆସିବା ପାଇଁ ଚାହୁଁଥିବା ଯୁବପିଢ଼ିଙ୍କୁ ପ୍ରଧାନମନ୍ତ୍ରୀ ଦେଲେ ଏହି ଗୁରୁମନ୍ତ୍ର, କହିଲେ ରାଜନୈତିକ ପୃଷ୍ଠଭୂମି ବିନା…

ନୂଆଦିଲ୍ଲୀ,୨୫ା୮: ଆଜି ଅଗଷ୍ଟ ୨୫ ଅର୍ଥାତ୍‌ ରବିବାର ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ଏହା ‘ମନ୍‌ କି ବାତ୍‌’ର ୧୧୩ ତମ ଏପିସୋଡ୍‌।

ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ୨୮ ଜୁଲାଇରେ ‘ମନ୍‌ କି ବାତ୍‌’ର ୧୧୨ ତମ ଏପିସୋଡକୁ ସମ୍ବୋଧିତ କରିଥିଲେ। ତା’ପରେ ପ୍ରଧାନମନ୍ତ୍ରୀ ପ୍ୟାରିସ ଅଲିମ୍ପିକ୍ସ, ଗଣିତ ଅଲିମ୍ପିଆଡ, ଆସାମ ମୋଇଡାମ, ଟାଇଗର ଦିବସ, ଜଙ୍ଗଲ ସଂରକ୍ଷଣ ଏବଂ ସ୍ବାଧୀନତା ଦିବସ ବିଷୟରେ କହିଥିଲେ।

ପ୍ରଧାନମନ୍ତ୍ରୀ ଆଜି କହିଛନ୍ତି, ‘ଚଳିତ ବର୍ଷ ମୁଁ ଲାଲ୍‌କିଲ୍ଲାରୁ ଏକ ଲକ୍ଷ ଯୁବକଙ୍କୁ ରାଜନୈତିକ ପୃଷ୍ଠଭୂମି ବିନା ରାଜନୈତିକ ବ୍ୟବସ୍ଥାରେ ଯୋଡ଼ିବାକୁ ଏକ ଆହ୍ବାନ ଦେଇଛି। ଏହା ଉପରେ ମୋତେ ଜବରଦସ୍ତ ପ୍ରତିକ୍ରିୟା ବି ମିଳିଛି। ଏଥିରୁ ଜଣାପଡୁଛି ଆମ ଦେଶର ଅନେକ ଯୁବକ ରାଜନୀତିରେ ପ୍ରବେଶ କରିବାକୁ ପ୍ରସ୍ତୁତ ଅଛନ୍ତି। ସେମାନେ କେବଳ ଉପଯୁକ୍ତ ସୁଯୋଗ ଏବଂ ସଠିକ ମାର୍ଗଦର୍ଶନ ଖୋଜୁଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି, ‘ପରାମର୍ଶ ପଠାଇଥିବାରୁ ମୁଁ ସମସ୍ତଙ୍କୁ ଧନ୍ୟବାଦ ଦେଉଛି। ମୁଁ ଆଶା କରୁଛି ଯେ, ବର୍ତ୍ତମାନ ଆମର ସାମୂହିକ ଉଦ୍ୟମ ସହିତ ରାଜନୈତିକ ପୃଷ୍ଠଭୂମି ନ ଥିବା ଭଳି ଯୁବକମାନେ ମଧ୍ୟ ରାଜନୀତିରେ ଆଗକୁ ବଢ଼ିପାରିବେ, ସେମାନଙ୍କ ଅଭିଜ୍ଞତା ଏବଂ ସେମାନଙ୍କର ଉତ୍ସାହ ହେବ ଦେଶ ପାଇଁ ଉପଯୋଗୀ।’


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri