ଭର୍ଚୁଆଲ ମୋଡ୍‌ରେ ଜଟଣୀରେ ହସ୍ପିଟାଲ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଖୋର୍ଦ୍ଧା ଅଫିସ,୧୧ା୫: ଖୋର୍ଦ୍ଧା ଜିଲା ଜଟଣୀଠାରେ ଗୁରୁବାର ହୋମି ଭାବା କ୍ୟାନସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟରର ଭର୍ଚୁଆଲ ମୋଡ୍‌ରେ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ କେନ୍ଦ୍ରମନ୍ତ୍ରୀ ଡ. ଜିତେନ୍ଦ୍ର ସିଂ ମଧ୍ୟ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ପାଳନ ଅବସରରେ ଏହି ହସ୍ପିଟାଲର ଭର୍ଚୁଆଲ ଉଦ୍‌ଘାଟନ କରିଛନ୍ତି।

୧୯୯୯ରେ ଭାରତୀୟ ବୈଜ୍ଞାନିକ, ଇଞ୍ଜିନିୟର୍‌ ଏବଂ ଟେକ୍ନୋଲୋଜିଷ୍ଟଙ୍କୁ ସମ୍ମାନିତ କରିବା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦ୍ୱାରା ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ପାଳନ ଆରମ୍ଭ ହୋଇଥିଲା। ପ୍ରଧାନମନ୍ତ୍ରୀ କହିଛନ୍ତି, ବାଜପେୟୀଙ୍କ କଥା ମୁଁ ଭୁଲିନାହିଁ। ଯେଉଁଦିନ ସେ ଭାରତର ସଫଳ ପରମାଣୁ ପରୀକ୍ଷଣର ଘୋଷଣା କରିଥିଲେ। ଏହି ଦିନକୁ ମନେ ପକାଇବା ପାଇଁ ସେ ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ପାଳନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିରେ ଯାଉଥିଲେ ମହିଳା, ସୁନାଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ

କର୍ଲାମୁଣ୍ଡା,୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ଅନ୍ତର୍ଗତ ଅବୁଜବାହାଲ-ବଡଡୁଙ୍ଗୁରୀଗୁଡା ରାସ୍ତାର ଭାଲୁଡୁଙ୍ଗୁରୀ ନିକଟରେ ଶନିବାର ଅପରାହ୍ନରେ ଜଣେ ମହିଳାଙ୍କ ଠାରୁ ସୁନାଚେନ୍‌…

ବାଙ୍କିପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ନିଶ୍ଚିତ? କୀର୍ତ୍ତି ଆଜାଦଙ୍କ ଭାଇ କଲେ ବଡ଼ ଦାବି

ପାଟନା,୩।୮: ବିହାରର ବାଙ୍କିପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନର ଫଳାଫଳ ଆସୁଛି। ଇତି ମଧ୍ୟରେ, ପୂର୍ବତନ ଭାରତୀୟ ପୋଲିସ ସେବା (IPS) ଅଧିକାରୀ ଯଶୋବର୍ଦ୍ଧନ ଝା ଆଜାଦ…

ଷ୍ଟେଶନରେ ଚଲାବୁଲା କରୁଥିଲେ ଅଜଣା ବ୍ୟକ୍ତି, ହଠାତ୍‌ ହେଲା ରକ୍ତବାନ୍ତି, ଆଉ ତା’ ପରେ…

ନନ୍ଦପୁର,୩ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ପାଲିବା ରେଳ ଷ୍ଟେଶନ ବାହାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।…

ପ୍ରଧାନମନ୍ତ୍ରୀଙ୍କ ପାଇଁ ଆପତ୍ତିଜନକ ଶବ୍ଦ ବ୍ୟବହାର କରିଥିବା ନାବାଳିକାଙ୍କ ବିରୁଦ୍ଧରେ ନିଆଯିବ ନାହିଁ କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୩।୮: ଗତ ମାସରେ ଜନ୍ତର ମନ୍ତରରେ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ଆୟୋଜିତ ଛାତ୍ର ପ୍ରତିବାଦ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୁଦ୍ଧରେ ଆପତ୍ତିଜନକ ମନ୍ତବ୍ୟ…

ଏଇ ଭାରତରେ

ଗଙ୍ଗାନଦୀକୁ ସଫା କରିବା ପାଇଁ ୨୦୧୪ରେ କେନ୍ଦ୍ର ସରକାର ନମାମୀ ଗଙ୍ଗେ ଯୋଜନା ଆରମ୍ଭ କରିଥିଲେ ମଧ୍ୟ ବ୍ୟକ୍ତିଗତ ସ୍ତରରେ ଉତ୍ତରପ୍ରଦେଶ ରାମପୁରର ପଟଓ୍ବାଇ ଗାଁର ୨୩…

ଶବ୍ଦ ପଛର ସତ୍ୟ

ଆମେ ସାଧାରଣତଃ ଧରିନେଉ ଯେ ଲୋକେ ଯାହା କହନ୍ତି, ସେହି ଅର୍ଥରେ ହିଁ କହନ୍ତି। କିନ୍ତୁ ବାସ୍ତବ ଜୀବନରେ ଅନେକ ସମୟରେ ଶବ୍ଦ ଓ ଉଦ୍ଦେଶ୍ୟ ମଧ୍ୟରେ…

ନକଲ ପାଇଁ ଅକଲ ଦରକାର

ମଣିଷ ଏକ ସାମାଜିକ ପ୍ରାଣୀ ଏବଂ ଅନୁକରଣ କରିବା ତା’ର ଜନ୍ମଗତ ପ୍ରବୃତ୍ତି। ଶିଶୁଟିଏ ଜନ୍ମ ହେବା ପରେ ନିଜ ପରିବାର ଓ ଆଖପାଖର ଲୋକଙ୍କୁ ଦେଖି…

ନିଷ୍ପ୍ରୟୋଜନ ପ୍ରୟାସ

ଅନେକ ପୁରାତନ ପୁସ୍ତକ, ପୁରାଣ ସାହିତ୍ୟ ତଥା ବହୁ ବରେଣ୍ୟ ସାଧକଙ୍କ କୃତିକୁ ସମ୍ପାଦନା, ଗବେଷଣା, ତ୍ରୁଟି ସଂଶୋଧନ, ଭ୍ରମ ଦୂରୀକରଣ ନାମରେ ନୂତନ ରୂପ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri