Posted inଜାତୀୟ

ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଆଜି ସମଗ୍ର ଦେଶ ୭୭ତମ ସ୍ବାଧୀନତା ଦିବସ ଆନନ୍ଦ ଉଲ୍ଲାସର ସହପାଳନ କରୁଛି। ସ୍ବାଧୀନତା ଦିବସ ଅବସରରେ ସମଗ୍ର ଦେଶ ଦେଶପ୍ରେମରେ ପରିପୂର୍ଣ୍ଣ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପ୍ରଧାନମନ୍ତ୍ରୀ ଗାନ୍ଧିଜୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରେ ପ୍ରଧାନମନ୍ତ୍ରୀ ଲାଲକିଲ୍ଲାରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା। ଲାଲକିଲ୍ଲାରେ ସ୍ବାଧୀନତା ଦିବସ ପାଳନ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ଦଶମ ଥର ପାଇଁ ରେଡ ଦୁର୍ଗରୁ ଦେଶକୁ ସମ୍ବୋଧିତ କରିବେ।
ଏହାପୂର୍ବରୁ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି, ଆପଣଙ୍କ ସମସ୍ତଙ୍କୁ ଅନେକ ସ୍ବାଧୀନତା ଦିବସ। ଆସନ୍ତୁ ଏହି ଐତିହାସିକ ଅବସରରେ ଏକ ବିକଶିତ ଭାରତର ସଂକଳ୍ପକୁ ଦୃଢ କରିବା ଜୟ ହିନ୍ଦ।


Enter your email to get our daily news in your inbox.

All Right Reserved By Dharitri.Com

‘ବିକାଶର ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ

ମହାକାଳପଡ଼ା,୧୯ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ବିକାଶ ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବିଡିଓ ରବି ନାରାୟଣ ଆଚାର୍ଯ୍ୟ, ବ୍ଲକ…

ସରକାରୀ ଡିଜିଟାଲ୍‌ ସମ୍ପତ୍ତିର ପରିଚାଳନାକୁ ନେଇ ପ୍ରଶ୍ନବାଚୀ

ଭୁବନେଶ୍ୱର,୧୯ା୬(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ସରକାର ଗଠନ କରି ଦୁଇ ବର୍ଷ ପୂରଣ କରିଥିବା ବେଳେ ରାଜ୍ୟ ପ୍ରଶାସନରେ ନୂଆ ଏବଂ ଗମ୍ଭୀର ପ୍ରଶ୍ନବାଚୀ…

କ୍ରାଇମବ୍ରାଞ୍ଚ ରିପୋର୍ଟରେ ବଡ଼ ଖୁଲାସା: ୮ କନଷ୍ଟେବଳଙ୍କୁ ଏମିତି ଘର କାମରେ ଲଗାଉଥିଲେ ଦୟାଲ ଗଙ୍ଗଓ୍ବାର

ଭୁବନେଶ୍ୱର,୧୯ା୬: କ୍ରାଇମବ୍ରାଞ୍ଚ ରିପୋର୍ଟରେ ଏକ ବଡ଼ ଖୁଲାସା ହୋଇଛି। ବରିଷ୍ଠ ଆଇପିଏସ୍‌ ଦୟାଲ ଗଙ୍ଗଓ୍ବାର ପଦର ଅବବ୍ୟବହାର କରୁଥିଲେ। ଏପରିକି ଜଣେ କି ଦୁଇ ଜଣ ନୁହେଁ…

ସକାଳୁ ସକାଳୁ ଅଲେଖ ଧର୍ମାବଲମ୍ବୀ ବାବାଙ୍କୁ ବୀଭତ୍ସ ହତ୍ୟା, ଶୌଚ ହେବାକୁ ଯାଇଥିବାବେଳେ ଦୁର୍ବୃତ୍ତ…

କେନ୍ଦୁଝର,୧୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଉପରରାଇଗୋଡ଼ା ପଞ୍ଚାୟତ ରଆମୁଣି ଗ୍ରାମର ଭରାଳି ସାହିରେ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ…

ଏଇ ଭାରତରେ

ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ…

ଶେୟାର ବଜାରରେ ଯୁବପିଢ଼ି

ଭାରତୀୟ ଶେୟାର ବଜାର କେବଳ ଏକ ଆର୍ଥିକ ପ୍ରତିଷ୍ଠାନ ନୁହେଁ, ଏହା ଦେଶର ବିକାଶ, ଶିଳ୍ପାୟନ ଏବଂ ସମୃଦ୍ଧିର ଏକ ପ୍ରମୁଖ ଇଞ୍ଜିନ। ଏହା ହେଉଛି ଏପରି…

ସାଧୁ ଓ ଲେଖକ

ଭାଗବତ ବାଣୀ ଅଛି – ‘ସାଧୁ ଯେ ମଳୟ ପବନ, କାଷ୍ଠକୁ କରଇ ଚନ୍ଦନ’। ସାଧୁ ଶବ୍ଦଟି ଅତ୍ୟନ୍ତ ପୂତ ପବିତ୍ର। ସାଧୁ ସତ୍‌ ପୁରୁଷ। ସାଧୁ…

ଇସ୍ରାଏଲ ପାଇଁ ସମସ୍ୟା

ଆମେରିକା ଏବଂ ଇରାନ ମଧ୍ୟରେ ପ୍ରାରମ୍ଭିକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ସୃଷ୍ଟି କରିଥିବା ସଙ୍କଟରୁ ମୁକୁଳିବା ପାଇଁ କେତେ ବ୍ୟାକୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri