Posted inଜାତୀୟ

ରଣବୀରଙ୍କୁ ନ୍ୟାଶନାଲ କ୍ରିଏଟର ଆଓ୍ବାର୍ଡ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮ା୩: ନ୍ୟାଶନାଲ କ୍ରିଏଟର ଆଓ୍ବାର୍ଡ ୨୦୨୪ କାର୍ଯ୍ୟକ୍ରମ ଦିଲ୍ଲୀର ଭାରତମଣ୍ଡପମଠାରେ ଚାଲିଛି। ଯେଉଁଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ଇନଫ୍ଲୁଏନ୍‌ସର୍ସଙ୍କୁ ସମ୍ମାନିତ କରିଛନ୍ତି। ଇନ୍‌ଷ୍ଟାଗ୍ରାମ ଏବଂ ୟୁଟ୍ୟୁବ୍‌ରେ ଲୋକପ୍ରିୟ ତଥା ପ୍ରତିଭାଶାଳୀ ରଣବୀର ଆହ୍ଲାବାଦିଆଙ୍କ ନାମ ଏଥିରେ ରହିଛି।

ରଣବୀରଙ୍କର ସୋସିଆଲ ମିଡିଆ ଜଗତରେ ଏକ ବଡ଼ ନାଁ ରହିଛି। ଫିଲ୍ମଠୁ ଆରମ୍ଭ କରି ରାଜନୀତି ଏବଂ ଧର୍ମ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରର ଷ୍ଟାଲ୍‌ଓ୍ବାର୍ଟଙ୍କୁ ସାକ୍ଷାତକାର ନେଇଛନ୍ତି ରଣବୀର। ସୋସିଆଲ ମିଡିଆରେ ତାଙ୍କ ପୋଡକାଷ୍ଟର ଝଲକ ଦେଖିବାକୁ ମିଳେ।

ସୋସିଆଲ ମିଡିଆ ପ୍ରତିଭାମାନଙ୍କୁ ସମ୍ମାନ ଜଣାଇବା ପାଇଁ ସରକାର ନ୍ୟାଶନାଲ କ୍ରିଏଟର ଆଓ୍ବାର୍ଡ ଆରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଶୋ’ ‘ମନ କି ବାତ୍‌’ରେ ଏହା ଘୋଷଣା କରିଛନ୍ତି। ଯାହାର ପ୍ରଥମ ସଂସ୍କରଣ ୮ ମାର୍ଚ୍ଚରେ ଆୟୋଜିତ ହୋଇଛି। ପ୍ରଧାନମନ୍ତ୍ରୀଙ୍କ ସହିତ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଅଂଶଗ୍ରହଣ କରିଥିଲେ।

ନ୍ୟାଶନାଲ କ୍ରିଏଟର ଆଓ୍ବାର୍ଡ ପାଇଁ ପ୍ରାୟ ୧.୫ ଲକ୍ଷ ନାମାଙ୍କନ ଗ୍ରହଣ କରାଯାଇଥିଲା। ଲକ୍ଷ ଲକ୍ଷ ଭୋଟ୍‌ ପରେ ସରକାର ୨୦ଟି ବର୍ଗରେ ନ୍ୟାଶନାଲ କ୍ରିଏଟର ଆଓ୍ବାର୍ଡ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ୨୩ ବିଜେତାଙ୍କୁ ସମ୍ମାନିତ କରାଯାଇଛି। ସେମାନଙ୍କ ମଧ୍ୟରୁ ରଣବୀର ହେଉଛନ୍ତି ଜଣେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri