Posted inଜାତୀୟ

ତୀର ମାରି ରାବଣ ଦହନ କଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୨।୧୦: ଦିଲ୍ଲୀର ମାଧବ ଦାସ ପାର୍କରେ ରାବଣ ପୋଡି ଆୟୋଜିତ ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ରାମ ଲକ୍ଷ୍ମଣ ବେଶରେ ଥିବା କଳାକାରଙ୍କୁ ପୂଜା କରିବା ସହ ମଞ୍ଚ ଉପରୁ ତୀର ମାରି ଅହଙ୍କାର ରୂପୀ ରାବଣର ପ୍ରତିମୂର୍ତ୍ତିରେ ଅଗ୍ନି ସଂଯୋଗ କରିଥିଲେ ।

ରାବଣ ପୋଡି ଦେଖିବାକୁ ପ୍ରବଳ ଭିଡ ଦେଖିବାକୁ ମଳିଛି । ହିନ୍ଦୁଧର୍ମରେ ରାବଣକୁ ଅହଙ୍କାରର ପ୍ରତୀକ ଭାବେ ଦର୍ଶାଯାଇଛି । ବିଜୟା ଦଶମୀରେ ରାବଣ ଦହନ କରି ନିଜ ଭିତରେ ଥିବା ଅହଙ୍କାରକୁ ମାରିବା ପାଇଁ ବାର୍ତ୍ତା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri